ଏମ୍ସରେ ଆଇପିଏସ ଆଶିଷ ସିଂହ; ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୩୦।୫:ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଗୁରୁବାର ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ । ECIଙ୍କ ନିର୍ଦ୍ଦେଶ କ୍ରମେ AIIMS ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠିତ ହୋଇଛି । ଆଜି ପୂର୍ବାହ୍ନ ୮ଟା୩୦ରେ ଆଶିଷ ସିଂହ ଏମ୍ସରେ ପହଞ୍ଚିଥିଲେ। ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିମନ୍ତେ ତାଙ୍କ ପାଇଁ ଏକ ପ୍ରାଇଭେଟ କ୍ୟାବିନ ବୁକ ହୋଇଥିବା ଜଣାଯାଇଛି।

AIIMS କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସଙ୍କ ଅଧ୍ୟକ୍ଷତାରେ ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିମନ୍ତେ ୬ ଜଣିଆ ବିଶେଷଜ୍ଞଙ୍କୁ ନେଇ ବୋର୍ଡ ଗଠିତ ହୋଇଛି। ବୋର୍ଡରେ ମେଡିସିନ, ସର୍ଜରୀ, ଅର୍ଥୋପେଡିକ ଓ ନ୍ୟୁରୋ ବିଭାଗ ଭଳି ବିଭିନ୍ନ ବିଭାଗର ବିଶେଷଜ୍ଞ ସାମିଲ ଅଛନ୍ତି। ଏହି ବୋର୍ଡ ଆଜି ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରୁଥିବା ବେଳେ ଆସନ୍ତାକାଲି ସୁଦ୍ଧା ନିର୍ବାଚନ କମିଶନଙ୍କ ନିକଟରେ ନିଜ ରିପୋର୍ଟ ଦାଖଲ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri