ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଦିପ୍ତେଶ ଏବେ ଜେଲ୍‌ ବିଭାଗ ଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ଅତିରିକ୍ତ ଭାବେ ଓଏସ୍‌ଆରଟିସି ସିଏମ୍‌ଡ଼ି ଦାୟିତ୍ୱ ଦିଆଯାଇଛି। ଏନେଇ ସୋମବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ଓଏସ୍‌ଆରଟିସି ସିଏମ୍‌ଡ଼ି ଥିବା ଅରୁଣ ବୋଥ୍ରାଙ୍କୁ ପରିବହନ ବିଭାଗ କମିଶନର ଭାବେ ବଦଳି କରାଯିବା ପରେ ଫଳରେ ଏହି ପଦବୀ ଖାଲି ପଡିଥିଲା। ତେଣୁ ତାଙ୍କ ସ୍ଥାନରେ ଦିପ୍ତେଶଙ୍କୁ ଅତିରିକ୍ତ ଦାୟିତ୍ୱରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri