ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଦିପ୍ତେଶ ଏବେ ଜେଲ୍‌ ବିଭାଗ ଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ଅତିରିକ୍ତ ଭାବେ ଓଏସ୍‌ଆରଟିସି ସିଏମ୍‌ଡ଼ି ଦାୟିତ୍ୱ ଦିଆଯାଇଛି। ଏନେଇ ସୋମବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ଓଏସ୍‌ଆରଟିସି ସିଏମ୍‌ଡ଼ି ଥିବା ଅରୁଣ ବୋଥ୍ରାଙ୍କୁ ପରିବହନ ବିଭାଗ କମିଶନର ଭାବେ ବଦଳି କରାଯିବା ପରେ ଫଳରେ ଏହି ପଦବୀ ଖାଲି ପଡିଥିଲା। ତେଣୁ ତାଙ୍କ ସ୍ଥାନରେ ଦିପ୍ତେଶଙ୍କୁ ଅତିରିକ୍ତ ଦାୟିତ୍ୱରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଲହରରେ ବିରୋଧୀ ଧରାଶାୟୀ

ଢେଙ୍କାନାଳ ଅଫିସ୍‌, ୨।୩ ଢେଙ୍କାନାଳ ଜିଲାରେ ବିଜେଡି ସପକ୍ଷରେ ଯାଇଛି ପଞ୍ଚାୟତ ନିର୍ବାଚନ ଜନାଦେଶ। ଜିଲା ପରିଷଦ ନିର୍ବାଚନରେ ଧରାଶାୟୀ ହୋଇଯାଇଛନ୍ତି ପ୍ରମୁଖ ବିରୋଧୀ ଭାଜପା...

ଛାତ୍ରୀଛାତ୍ରଙ୍କ ପାଠପଢା ପାଇଁ ୨୮ରୁ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ମହାମାରୀ କରୋନା ଯୋଗୁ ଗତ ମାର୍ଚ୍ଚ ୧୭ ତାରିଖଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ି ରହିଛି। ପିଲାମାନେ କିପରି ଉଚିତ ଶିକ୍ଷା ପାଇପାରିବେ ସେଥିପାଇଁ...

ଭେଣ୍ଟିଲେଟର ପାଇଁ ୧ ଟଙ୍କା

ବରଗଡ଼ ଅଫିସ୍‌,୭।୫: ବରଗଡ଼ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ ଭେଣ୍ଟିଲେଟର ସମେତ ଆଇସିୟୁ ଶଯ୍ୟାର ଶୁଭାରମ୍ଭ କରିଛନ୍ତି ।...

ଜାଲ୍‌ ସାର୍ଟିଫିକେଟରେ ଚାକିରି

ଉଦଳା, ୧୪।୫ (ଡି.ଏନ.ଏ.)- ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଦୀର୍ଘ ୧୪ ବର୍ଷରୁ ଊର୍ଦ୍ଧ୍ୱ ହେବ ଚାକିରି କରିଆସୁଥିଲେ ଅଧ୍ୟାପିକା। ଏ ସମ୍ପର୍କରେ ଜଣାପଡ଼ିବା ପରେ ତାଙ୍କୁ...

ଭୁଶୁଡିଲା ବିଜୁ ସେତୁ: ଜଣେ ମୃତ ୩ଗୁରୁତର

ନବରଙ୍ଗପୁର/ଉମରକୋଟ,୧୦ା୧: ନବରଙ୍ଗପୁର ଜିଲା ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ବିଜୁ ସେତୁ ଯୋଜନାରେ ତିଆରି ଚାଲିଥିବା ପୋଲ ଭୁଶୁଡି ପଡ଼ିବାରୁ ଜଣଙ୍କର ମୃତ୍ୟୁ...

ଭୁବନେଶ୍ୱରରୁ ଆଜି ୩୦୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮...

୩୧ ପର୍ଯ୍ୟନ୍ତ ଇଞ୍ଜିନିୟରିଂ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍‌ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍‌ ଇଞ୍ଜିନିୟରିଂ କଲେଜ ଆସୋସିଏଶନ...

ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ସେପ୍ଟେମ୍ବର ୧୪ରୁ ୨୨ ଯାଏ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ସେପ୍ଟେମ୍ବର ୧୪ରୁ ୨୪ ଯାଏ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ...

Advertisement
Archives

Model This Week