Advertisement

ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ୧୯୯୨ ବ୍ୟାଚ୍‌ ଓ ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ। ତାଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେଶନ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଆଇପିଏସ୍‌ ବିକେ ଶର୍ମା ଚାକିରିରୁ ଅବସର ନେବା ପରେ ଏହି ପଦବୀ ଖାଲି ପଡିଥିଲା। ପୂର୍ବରୁ ସେ ଗୃହ ବିଭାଗର ଓଏସ୍‌ଡି ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପରମୁହାଁ ହେଉଛି କରୋନା,ଚିହ୍ନଟ ହେଲେ ୪୫ ପଜିଟିଭ୍‌

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ ଉପରମୁହାଁ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୩୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୫୮, ଜଗତସିଂହପୁରରୁ ୨୩୩,...

୪୫ ବୁଥ୍‌ରେ ଆସନ୍ତା ୨୩ରେ ହେବ ସାନି ମତଦାନ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଧାପ୍ରାପ୍ତ ହୋଇଥିବା ବୁଥ୍‌ରେ ସାନି ମତଦାନ ଅନୁଷ୍ଠିତ ହେବ। ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଆସନ୍ତା...

୨ ଦିନ ଭିତରେ କାରଣ ଦର୍ଶାଅ ନୋଟିସ୍‌ର ଜବାବ ଦେବେ ମୋକିମ୍‌

ଭୁବନେଶ୍ବର,୧ା୮(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନର ଭୋଟିଂ ଲାଗି କୌଣସି ହ୍ବିପ୍‌ ଜାରି କରାଯାଇ ନ ଥିଲା। କଂଗ୍ରେସ ପ୍ରାର୍ଥୀଙ୍କୁ ଯେଉଁମାନେ ଭୋଟ୍‌ ନ ଦେଇଛନ୍ତି ସେମାନଙ୍କ ବିରୋଧରେ...

ଆଜି ରାଜଧାନୀରୁ ୧୩ ପଜିଟିଭ୍‌ ଚିହ୍ନଟ, ପୁଣି ବଢ଼ିଲାଣି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର,୩।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୦୧୨ରେ ପହଞ୍ଚିଥିବା ବିଏମ୍‌ସି...

ରାଜଧାନୀରେ ଟିକାକେନ୍ଦ୍ର ସଂଖ୍ୟା ୨୭କୁ ବୃଦ୍ଧି

ଭୁବନେଶ୍ୱର,୨୦।୭(ବ୍ୟୁରୋ): କରୋନା ମହାମାରୀ କାୟା ବିସ୍ତାର କରୁଥିବାବେଳେ ଏଥିରୁ ରକ୍ଷା ପାଇବା ପାଇଁ ସରକାର ଟିକାକରଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ରାଜଧାନୀ ଭୁବନେଶ୍ୱରରେ ମହାମାରୀର ପ୍ରକୋପ...

ଗଜେନ୍ଦ୍ର ପ୍ରସାଦ ସାହୁ ଓଡ଼ିଶା ଲଳିତ କଳା ଏକାଡେମୀ ସଚିବ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ନୂତନ ସଚିବ ଭାବେ ଚିତ୍ରଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସୋମବାର ଓଡ଼ିଆ ଭାଷା,...

ସୁଶାନ୍ତଙ୍କ ନୂଆ ଟିମ୍‌ରେ ୧୩୧ଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ନିକଟରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ଭାବେ ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କୁ ଦାୟିତ୍ୱ...

Advertisement
Archives

Model This Week