ଦାୟିତ୍ୱ ଗ୍ରହଣ କଲେ ନୂଆ ଡିଜିପି ସୁନୀଲ ବଂଶଲ

କଟକ ଅଫିସ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍‌ ଅଫିସର ସୁନୀଲ ବଂଶଲ। ଡିଜିପି ଅଭୟଙ୍କ ଅବସର ପରେ ତାଙ୍କ ସ୍ଥାନରେ ସେ ନୂଆ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶୁକ୍ରବାର କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ସୁନୀଲଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯିବା ପରେ ଦାୟିତ୍ୱ ହସ୍ତାନ୍ତର କରାଯାଇଛି।

୧୯୮୭ ବ୍ୟାଚର ବରିଷ୍ଠ ଆଇପିଏସ ସୁନୀଲ କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥାର ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟରତ ଥିଲେ। ପୂର୍ବରୁ ସେ ଓଡ଼ିଶାର ଢ଼େଙ୍କାନାଳ ଏବଂ ମୟୂରଭଞ୍ଜ ଏସ୍‌ପି ଭାବେ ମଧ୍ୟ କାମ କରିସାରିଛନ୍ତି । ଏବେ ରାଜ୍ୟରେ ଆଇନଶୃଙ୍ଖଳା, ମାଓ ଦମନ, ବରିଷ୍ଠ ନାଗରିକ ତଥା ନାରୀ ସୁରକ୍ଷା, ସାଇବର ଅପରାଧ ରୋକିବା ଦିଗରେ ତାଙ୍କ ନଜର ରହିବ । ଆଗକୁ ଆସୁଥିବା ପଞ୍ଚାୟତ ନିର୍ବାଚନ ଶାନ୍ତିଶୃଙ୍ଖଳା ମଧ୍ୟାରେ ସାରିବା ନୂଆ ଡିଜିପିଙ୍କ ମୁଖ୍ୟ ଲକ୍ଷ୍ୟ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ପାନପୋଷ ରେଳଧାରଣା କଡ଼ରେ ପଡ଼ିଛି ୨ ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୧୮।୧୨: ସୁନ୍ଦରଗଡ଼ ଜିଲା ପାନପୋଷ ରେଳ ଷ୍ଟେଶନରୁ ୨ ଜଣ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହକୁ ରେଳବାଇ ପୋଲିସ ଶୁକ୍ରବାର ଜବତ କରିଛି। ପୋଲିସ ମୃତଦେହ...

୪ ଦିନରେ ବ୍ୟାଙ୍କ ଲୁଟ ମାମଲା ପର୍ଦ୍ଦାଫାଶ, ୩ ଗିରଫ

କୁଆଁରମୁଣ୍ଡା,୧୭।୧: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଡୁମେରଯୋର ପଞ୍ଚାୟତ ପରିସରରେ ଥିବା ଏସ୍‌ବିଆଇ ଶାଖାରୁ ସଶସ୍ତ୍ର ଡକାୟତି ଘଟଣାର ୪ ଦିନ ପରେ ପୋଲିସ...

ପୌରପାଳିକାରେ ଖୋଲିଲା ଏଫ୍‌ଏସ୍‌ଏମ୍‌: ଫୋନ୍‌ କଲେ ଘରୁ ନେଇଯିବେ ମଳପଙ୍କ

ଅନୁଗୋଳ ଅଫିସ, ୨୦।୧୨-ଅନୁଗୋଳ ପୌରପାଳିକାରେ ମଳପଙ୍କ ପରିଚାଳନା ସହାୟତା ସେବା କେନ୍ଦ୍ର (ଏଫ୍‌ଏସ୍‌ଏମ୍‌) ଉଦ୍‌ଘାଟିତ ହୋଇଯାଇଛି। ଏଥିସହ ଲୋକଙ୍କ ପାଇଁ ନିଃଶୁଳ୍କ ଫୋନ ନମ୍ବର ମଧ୍ୟ...

ଆଇଇଏସ୍‌ ପରୀକ୍ଷାରେ ଓଡ଼ିଆ ପୁଅ ଅଂଶୁମାନ୍‌ ଟପ୍ପର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଇଣ୍ଡିଆନ୍‌ ଇକୋନୋମିକ୍ସ ସର୍ଭିସ (ଆଇଇଏସ୍‌) ପରୀକ୍ଷାରେ ଜଣେ ଓଡ଼ିଆ ଛାତ୍ର ଟପ୍ପର ହୋଇଛନ୍ତି। ସେ ହେଲେ ଅଂଶୁମାନ୍‌ କାମିଲା। ଆଇଇଏସ୍‌ ଯୋଗ୍ୟ ବିବେଚିତ ୩୨...

ସୁସ୍ଥ ଅଛନ୍ତି ବିଜୟ ମହାନ୍ତି: ସବ୍ୟସାଚୀ କହିଲେ, ଗୁଜବ ସୃଷ୍ଟିକାରୀ ମାଗନ୍ତୁ କ୍ଷମା

ଭୁବନେଶ୍ୱର,୭।୭(ବ୍ୟୁରୋ): ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି ସୁସ୍ଥ ଅଛନ୍ତି। ତାଙ୍କୁ ନେଇ ଅନେକ ଗୁଜବ ତଥ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସେ...

ହଟିଲା ହୋର୍ଡିଂ, ଭାଙ୍ଗିଲା ୪୦ ଦୋକାନ

ଭୁବନେଶ୍ୱର, ୧୧ା୨ (ବ୍ୟୁରୋ): ବିଗତ କିଛି ମାସ ହେବ ଭୁବନେଶ୍ୱରରେ ଜବରଦଖଲ ଉଚ୍ଛେଦ ଜୋର୍‌ଦାର ଚାଲିଛି। ସହରକୁ ସମ୍ପୂର୍ଣ୍ଣ ଜବରଦଖଲ ମୁକ୍ତ ଲକ୍ଷ୍ୟ ରଖି ଭୁବନେଶ୍ୱର...

ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ...

ସୀମା ସିଲ୍‌ ସତ୍ତ୍ୱେ ହାଇଦ୍ରାବାଦରୁ ଆସିଲେ ଶହେରୁ ଉର୍ଦ୍ଧ୍ୱ ପ୍ରବାସୀ

ବାଲେଶ୍ୱର ଅଫିସ,୧୨।୫-ସୀମା ସିଲ୍‌ କରାଯାଇଥିଲେ ମଧ୍ୟ ହାଇଦ୍ରାବାଦରୁ ଶହେରୁ ଊର୍ଦ୍ଧ୍ୱ ପ୍ରବାସୀ ଚାଲି ଚାଲି ଆସି ସୋମବାର ବାଲେଶ୍ୱର ଜିଲା ରେମୁଣା ଗୋଲେଇରେ ପହଞ୍ଚିଥିଲେ। ଏତେସଂଖ୍ୟକ...

Advertisement


Archives

Model This Week