Posted inରାଜ୍ୟ

IPS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୩୧।୧୦: ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୮ ବ୍ୟାଚ ଆଇପିଏସ ଅଫିସର ଅରୁଣ କୁମାର ରାୟଙ୍କୁ ସରକାରୀ ପ୍ରେସ ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି। ସେହିପରି ୧୯୮୯ ବ୍ୟାଚ ଅଫିସର ଅମୃତ ମୋହନ ପ୍ରସାଦଙ୍କୁ ଜେଲ ବିଭାଗ ଡିଜି ଭାବେ ବଦଳି କରାଯାଇଛି।

୧୯୯୨ ବ୍ୟାଚ ଲଳିତ ଦାସଙ୍କୁ ଏଚ୍‌ଆର୍‌ପିସି ଏଡିଜି ଭାବେ ବଦଳି କରାଯାଇଛି। ୨୦୦୮ ବ୍ୟାଚ ଉମାଶଙ୍କର ଦାଶଙ୍କୁ ଡିଆଇଜି SIW ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ୨୦୦୯ ବ୍ୟାଚ ଅଫିସର ବ୍ରିଜେଶ କୁମାର ରାୟଙ୍କୁ ଅତିରିକ୍ତ ପୋଲିସ କମିଶନର ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରଗରମ ହେବ ପଞ୍ଚାୟତ ନିର୍ବାଚନ: ଚିତ୍ତରଞ୍ଜନ,ବିକାଶଙ୍କୁ ଗୁରୁ ଦାୟିତ୍ୱ

ହାଟଡିହୀ,୨୭।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ଚିତ୍ତରଞ୍ଜନ ପାତ୍ରଙ୍କୁ ଜିଲା କଂଗ୍ରେସ କମିଟିର ଉପସଭାପତି ଭାବେ ଦାୟିତ୍ୱ ମିଳିଛ। ସେହିପରି ସୋସୋ ଅଞ୍ଚଳର…

ବାବୁ ସିଂଙ୍କ କଡ଼ା ଚେତାବନୀ: ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ବର୍ଷିବ ଠେଙ୍ଗା

ଭୁବନେଶ୍ୱର,୨୭।୧: ଆଜିଠାରୁ ଆରମ୍ଭ ହେଉଛି ଖଣ୍ଡଗିରି ଯାତ୍ରା ମହାକୁମ୍ଭ। ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ମନା କରାଯାଇଛି। ଅମାନିଆ ହୋଇ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ସରକାରୀ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ…

ଭୁବନେଶ୍ୱର,୨୭।୧: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ। ଆଦିବାସୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ଉଦ୍ଦେଶ୍ୟରେ ଏହା ନିର୍ମାଣ ହେବ। ଏନେଇ…

PUCC ନ ଥିଲେ ପେଟ୍ରୋଲ ମିଳିବନି ନିର୍ଦ୍ଦେଶ ପ୍ରତ୍ୟାହୃତ: ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୨୭।୧: ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ…

ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ,୨୭।୧: ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ…

ଯମଜ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି ଏହି ଯୁବତୀ, ଗର୍ଭବତୀ ହେଲେ…

ସୋସିଆଲ ମିଡିଆରେ ବେତେବେଳେ ଏପରି ଘଟଣା ସାମ୍ନାକୁ ଆସେ ଯାହା ଲୋକଙ୍କୁ କେବଳ ଚକିତ କରେ ନାହିଁ ବରଂ ଭାବିବାକୁ ବାଧ୍ୟ କରେ। ଥାଇଲାଣ୍ଡରେ ଏପରି ଏକ…

ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ

ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍‌ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ…

କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଇତିହାସ ରଚିଲା ଏହି ଦେଶ

ନୂଆଦିଲ୍ଲୀ,୨୭।୧: ସଂଯୁକ୍ତ ଆରବ ଏମିରେଟ୍ସ (UAE)ରେ ଇଟାଲୀ ଏବଂ ଆୟର୍ଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଇଟାଲୀ ଇତିହାସ ରଚିଛି। ଦୁବାଇର…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri