ଅତିରିକ୍ତ ଏସ୍‌ପି ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୩୧।୧: ଅତିରିକ୍ତ ଏସ୍‌ପି ସ୍ତରରେ ବୁଧବାର ଛୋଟ ଧରଣର ଅଦଳବଦଳ ହୋଇଛି। ପାରାଦୀପ ମୁଖ୍ୟାଳୟ ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ପଣ୍ଡାଙ୍କୁ ଜଗତସିଂହପୁର ଆଇୟୁସିଏଡବ୍ଲ୍ୟୁକୁ ବଦଳି କରାଯାଇଛି। ସେହିପରି ହେମନ୍ତ କୁମାର ପାଢ଼ୀଙ୍କୁ ସୋନପୁରରୁ ବଲାଙ୍ଗୀର, ସୀମା ରେଖା ପଣ୍ଡାଙ୍କୁ ବଡଗଡ ଆଇୟୁସିଏଡବ୍ଲ୍ୟୁରୁ ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୋଲିସ ଏକାଡେମୀ, ସୁରେଶ କୁମାର ନାୟକଙ୍କୁ ବଲାଙ୍ଗୀରରୁ ବଡ଼ଗଡ଼ ଆଇୟୁସିଏଡବ୍ଲ୍ୟୁ ଏବଂ କମିଶନରେଟ୍‌ ପୋଲିସରେ ଅତିରିକ୍ତ ଡିସିପି ଥିବା ସଞ୍ଜୀବ କୁମାର ସତପଥୀଙ୍କୁ ଭୁବନେଶ୍ୱର ସିକ୍ୟୁରିଟି ୱିଙ୍ଗ୍‌ ଅତିରିକ୍ତ ଏସ୍‌ପି ଭାବେ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri