ଅତିରିକ୍ତ ଏସ୍‌ପି ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୩୧।୧: ଅତିରିକ୍ତ ଏସ୍‌ପି ସ୍ତରରେ ବୁଧବାର ଛୋଟ ଧରଣର ଅଦଳବଦଳ ହୋଇଛି। ପାରାଦୀପ ମୁଖ୍ୟାଳୟ ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ପଣ୍ଡାଙ୍କୁ ଜଗତସିଂହପୁର ଆଇୟୁସିଏଡବ୍ଲ୍ୟୁକୁ ବଦଳି କରାଯାଇଛି। ସେହିପରି ହେମନ୍ତ କୁମାର ପାଢ଼ୀଙ୍କୁ ସୋନପୁରରୁ ବଲାଙ୍ଗୀର, ସୀମା ରେଖା ପଣ୍ଡାଙ୍କୁ ବଡଗଡ ଆଇୟୁସିଏଡବ୍ଲ୍ୟୁରୁ ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୋଲିସ ଏକାଡେମୀ, ସୁରେଶ କୁମାର ନାୟକଙ୍କୁ ବଲାଙ୍ଗୀରରୁ ବଡ଼ଗଡ଼ ଆଇୟୁସିଏଡବ୍ଲ୍ୟୁ ଏବଂ କମିଶନରେଟ୍‌ ପୋଲିସରେ ଅତିରିକ୍ତ ଡିସିପି ଥିବା ସଞ୍ଜୀବ କୁମାର ସତପଥୀଙ୍କୁ ଭୁବନେଶ୍ୱର ସିକ୍ୟୁରିଟି ୱିଙ୍ଗ୍‌ ଅତିରିକ୍ତ ଏସ୍‌ପି ଭାବେ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri