IPS Reshuffle: କମିଶନରେଟ୍‌ ପୋଲିସରେ ୩ ଯୁବ IPS

ଭୁବନେଶ୍ୱର,୨୮।୨: ଶୁକ୍ରବାର ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ ଦେଖିବାକୁ ମିଳିଛି। ଟ୍ବିନ ସିଟି କଟକ ଓ ଭୁବନେଶ୍ବରର ଡିସିପିଙ୍କୁ ବଦଳି କରାଯାଇଛି। ଜଗମୋହନ ମୀନାଙ୍କୁ ଭୁବନେଶ୍ବର DCP ଭାବେ ନିଯୁକ୍ତି ମିଳିଥିବା ବେଳେ ଖିଲାରୀ ରିଷିକେଶ କଟକର ଡିସିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଭୁବନେଶ୍ବରର ଡିସିପି ରହିଥିବା ପିନାକ ମିଶ୍ରଙ୍କୁ ତାଙ୍କ ସ୍ଥାନରୁ ବଦଳି କରାଯାଇଛି। ପିନାକଙ୍କୁ ଏସଟିଏଫ ଡିଜି ଭାବେ ନିଯୁକ୍ତି ମିଳିଛି।

Image

ପ୍ରଥମ କରି କମିଶନରେଟ୍‌ ପୋଲିସରେ ୩ ଯୁବ IPS। ଅଙ୍କିତ କୁମାର ବର୍ମା ହେଲେ ଭୁବନେଶ୍ବର ଅତିରିକ୍ତ DCP। ଜୟପୁର SDPO ଥିଲେ ଅଙ୍କିତ କୁମାର ବର୍ମା। ଅମ୍ରିତ ପାଲ୍‌ କୌରଙ୍କୁ ଭୁବନେଶ୍ବର ADCP ଦାୟିତ୍ବ। ପଦ୍ମପୁର SDPO ଥିଲେ ଅମ୍ରିତ ପାଲ୍‌ କୌର। ସୋନାଲି ସିଂ ପରମାର୍‌ ହେଲେ ଭୁବନେଶ୍ବର ACP। ବଣାଇ SDPO ଥିଲେ ସୋନାଲି ସିଂ ପରମାର୍‌।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri