Posted inରାଜ୍ୟ

IPS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୩୧।୧୦: ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୮ ବ୍ୟାଚ ଆଇପିଏସ ଅଫିସର ଅରୁଣ କୁମାର ରାୟଙ୍କୁ ସରକାରୀ ପ୍ରେସ ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି। ସେହିପରି ୧୯୮୯ ବ୍ୟାଚ ଅଫିସର ଅମୃତ ମୋହନ ପ୍ରସାଦଙ୍କୁ ଜେଲ ବିଭାଗ ଡିଜି ଭାବେ ବଦଳି କରାଯାଇଛି।

୧୯୯୨ ବ୍ୟାଚ ଲଳିତ ଦାସଙ୍କୁ ଏଚ୍‌ଆର୍‌ପିସି ଏଡିଜି ଭାବେ ବଦଳି କରାଯାଇଛି। ୨୦୦୮ ବ୍ୟାଚ ଉମାଶଙ୍କର ଦାଶଙ୍କୁ ଡିଆଇଜି SIW ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ୨୦୦୯ ବ୍ୟାଚ ଅଫିସର ବ୍ରିଜେଶ କୁମାର ରାୟଙ୍କୁ ଅତିରିକ୍ତ ପୋଲିସ କମିଶନର ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri