ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି।