Posted inଜାତୀୟ

ଏୟାର ଇଣ୍ଡିଆର ନୂଆ ନୀତି: ଅବସର ନେବା ପରେ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ଉଡାଇ ପାରିବେ ବିମାନ

ନୂଆଦିଲ୍ଲୀ,୨ ।୮: ଟାଟା ଗ୍ରୁପର ବିମାନ କମ୍ପାନୀ ଏୟାର ଇଣ୍ଡିଆ ଏବେ ତା’ର ପାଇଲଟଙ୍କୁ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ବିମାନ ଉଡାଇବାର ଅନୁମତି ଦେବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ କମ୍ପାନୀ ପକ୍ଷରୁ ନୂଆ ନୀତି ଆସିଛି । ଏହି ନୂଆ ନୀତି ଅନୁଯାୟୀ, ଏୟାର ଇଣ୍ଡିଆ ମନୋନୀତ ପାଇଲଟଙ୍କୁ ଅବସର ନେବାପରେ ୫ ବର୍ଷ ପାଇଁ କଣ୍ଟ୍ରାକ୍ଟ ବେସିସରେ ସେବା କରିବାର ସୁଯୋଗ ଦେବ । ଏଥିରେ ଜଣେ ପାଇଲଟ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ସେବା ଯୋଗାଇ ପାରିବେ । ଟାଟା ଗ୍ରୁପର ସୂଚନା ଅନୁଯାୟୀ, କମ୍ପାନୀ ତା’ର ବିମାନ ଉଡାଣକୁ ସମ୍ପ୍ରସାରଣ କରିବାର ଯୋଜନା ରଖିଥିବାରୁ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି ।
ଏହାର ଇଣ୍ଡିଆର ମାନବ ସମ୍ବଳ ବିଭାଗର ମୁଖ୍ୟଙ୍କ ପକ୍ଷରୁ ଜାରି କରାଯାଇଥିବା ପତ୍ରରେ କୁହାଯାଇଛି, ଏୟାର ଇଣ୍ଡିଆ ବର୍ତ୍ତମାନ ପାଇଲଟଙ୍କ ଅବସର ବୟସ ୫୮ ବର୍ଷ ରଖିଛି । ହେଲେ କମ୍ପାନୀ ଏହାର ବିମାନ ସଂଖ୍ୟାକୁ ବଢାଇବାକୁ ଚିନ୍ତା କରିଥିବାରୁ ଅବସର ପରେ ମଧ୍ୟ ପାଇଲଟଙ୍କୁ ସେବା ଯୋଗାଇ ଦେବା ଲାଗି ଏହି ନୂଆ ନିୟମ ଆଣିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri