ଏହି ଯୁବକଙ୍କ ପ୍ରେମରେ ପଡ଼ିଛନ୍ତି ଅମୀରଙ୍କ ଝିଅ ଇରା

ମୁମ୍ବାଇ : ବଲିଉଡ୍‌ ସୁପରଷ୍ଟାର ଅମୀର ଖାନ୍‌ଙ୍କ ଝିଅ ଇରା ଖାନ୍‌ ଜଣେ ଯୁବକଙ୍କ ପ୍ରେମରେ ପଡ଼ିଥିବା ବଲିଉଡ୍‌ରେ ଖୁବ୍‌ ଚର୍ଚ୍ଚା ହେଉଥିଲା। ତେବେ ଏହି ଚର୍ଚ୍ଚାକୁ ସତ ବୋଲି ପ୍ରମାଣିତ କରିଛନ୍ତି ଇରା। ଗୁରୁବାର ନୂପୁର ଶିଖରେଙ୍କ ସହ ନିଜ ସମ୍ପର୍କ ଥିବା ଇନ୍‌ଷ୍ଟାଗ୍ରାମରେ କନ୍‌ଫର୍ମ କରିଛନ୍ତି। ଇରା ନୂପୁରଙ୍କ ସହିତ ଅଧିକ ସମୟ ବିତାଉଥିଲେ। ଇରାଙ୍କୁ ତାଙ୍କ ସମ୍ପର୍କୀୟ ଜିନ୍‌ ମ୍ୟାରୀଙ୍କ ବିବାହ ଉତ୍ସବରେ ଦେଖିବାକୁ ମିଳିଥିଲା। ତାଙ୍କ ସହିତ ନୂପୁର ମଧ୍ୟ ଥିଲେ। ଦୁଇଜଣଙ୍କ ଫଟୋ ସାମ୍ନାକୁ ଆସିବା ପରେ ସୋସିଆଲ ମିଡିଆରେ ଏହାକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଛନ୍ତି। ଏବେ ଇରା ଏହି ସମ୍ପର୍କକୁ କନ୍‌ଫର୍ମ କରିଛନ୍ତି। ଇରା ଭାଲେଣ୍ଟାଇନ ଡେ’ ପୂର୍ବରୁ ପ୍ରମିଜ ଡେ’ରେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ନୂପୁରଙ୍କୁ ସେ ଖୁବ୍‌ ଭଲପାଆନ୍ତି। ଏହି ଫଟୋରେ ସେ ନୂପୁରଙ୍କୁ ଡ୍ରିମ୍‌ ବୟ ବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି କ୍ରେଜ୍‌, ଜାଣନ୍ତୁ ଦ୍ୱିତୀୟ ଦିନରେ କେତେ ଆୟ କରିଛି ‘କେଜିଏଫ୍‌-୨’

ଫିଲ୍ମ ଷ୍ଟାର୍‌ ୟଶଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘କେଜିଏଫ୍‌-୨’ ରିଲିଜ୍‌ ହେବା ପରେ ସିନେମା ହଲ୍‌ରେ ଦର୍ଶକଙ୍କ ଭିଡ ଦେଖିବାକୁ ମିଳିଛି। ଫିଲ୍ମ ରିଲିଜ୍‌ ପୂର୍ବରୁ...

କ୍ୟାଟ୍ରିନା କୈଫ୍‌ଙ୍କ ବିବାହରେ ମନଭରି ସ୍ତ୍ରୀଙ୍କ ସହ ନୃତ୍ୟକଲେ ଅମିତାଭ ବଚ୍ଚନ

ମହାମାରୀ କରୋନା ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାର ମଧ୍ୟ ଲୋକଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦେଉଛନ୍ତି। ଏହାରି...

ସାମ୍ନାକୁ ଆସିଲା ଦିଶା ସାଲିଆନଙ୍କ ଆତ୍ମହତ୍ୟା ପୂର୍ବର ଭିଡିଓ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଜଡ଼ିତ ଥିବା କ୍ରମାଗତ ଅଭିଯୋଗ ହୋଇ ଆସୁଛି। ରିୟାଙ୍କୁ ମଧ୍ୟ...

ବିପାଶାଙ୍କୁ ଉପହାର ପଠାଇଲେ ସୋନମ

ମୁମ୍ବାଇ: ଅଭିନେତ୍ରୀ ବିପାଶା ବସୁ ଏବଂ କରଣ ସିଂ ଗ୍ରୋଭର ନଭେମ୍ବର ୧୨ରେ ଏକ କନ୍ୟା ସନ୍ତାନର ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ବିବାହର...

ଏହି ପ୍ରସିଦ୍ଧ ଅଭିନେତାଙ୍କ ନାଁରେ ସ୍ତ୍ରୀ ଆଣିଲେ ପ୍ରତାରଣା ଅଭିଯୋଗ

ଅଭିନେତା ନୱାଜୁଦ୍ଦିନ ସିଦ୍ଦିକିଙ୍କ ନାଁରେ ତାଙ୍କ ସ୍ତ୍ରୀ ଆଲିଆ ବଳାତ୍କାର ଓ ପ୍ରତାରଣା ଅଭିଯୋଗ ଆଣିଛନ୍ତି। ମୁମ୍ବାଇର ଭର୍ସୋଭା ପୋଲିସ ଷ୍ଟେଶନରେ ସେ ଲିଖିତ ଅଭିଯୋଗ...

ସଲମାନ ଖାଁ ନୁହେଁ ବରଂ ଆମିର ଖାଁଙ୍କ ଏହି ମୁଭି ପ୍ରଥମ ଥର ଛୁଇଁଥିଲା ୧୦୦ କୋଟି

ମୁମ୍ବାଇ: ହିନ୍ଦୀ ସିନେମାର ଦୁଇ ମେଗା ସୁପରଷ୍ଟାରଙ୍କ ବିଷୟରେ କହିବାକୁ ଗଲେ ସଲମାନ ଖାନ ଏବଂ ଆମିର ଖାନଙ୍କ ନାମ ନିଶ୍ଚିତ ଭାବରେ ଏଥିରେ ଅନ୍ତର୍ଭୂକ୍ତ...

ଇଚ୍ଛାଧାରୀ ନାଗୁଣୀଙ୍କ ବୋଲ୍ଡ ଅନ୍ଦାଜ୍‌

ଟେଲିଭିଜନ୍‌ ଶୋ’ ଇଚ୍ଛାଧାରୀ ନାଗୁଣୀ ଏବଂ ରାମମିଲାଇ ଯୋଡିରୁ ଘରେ ଘରେ ପରିଚିତି ହାସଲ କରିଥିବା ପ୍ରିୟଲ୍‌ ଘୋଷ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏବେ...

ଇଣ୍ଟିମେଣ୍ଟ ସିନ୍‌କୁ ନେଇ ଅଭିନେତ୍ରୀଙ୍କୁ ମାରିଦେଲେ ସ୍ବାମୀ: ଆଉ ତା ପରେ…

ସାଉଥ୍‌ ଅଭିନେତ୍ରୀ ଭିଜେ ଚିତ୍ରା ଗତ ଡିସେମ୍ବତ ୯ରେ ଆତ୍ମହତ୍ୟା କରିଥିଲେ। ଏକ ହୋଟେଲରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାପରେ ପୋଲିସ ଚିତ୍ରାଙ୍କ...

Advertisement
Archives

Model This Week