ଏହି ଯୁବକଙ୍କ ପ୍ରେମରେ ପଡ଼ିଛନ୍ତି ଅମୀରଙ୍କ ଝିଅ ଇରା

ମୁମ୍ବାଇ : ବଲିଉଡ୍‌ ସୁପରଷ୍ଟାର ଅମୀର ଖାନ୍‌ଙ୍କ ଝିଅ ଇରା ଖାନ୍‌ ଜଣେ ଯୁବକଙ୍କ ପ୍ରେମରେ ପଡ଼ିଥିବା ବଲିଉଡ୍‌ରେ ଖୁବ୍‌ ଚର୍ଚ୍ଚା ହେଉଥିଲା। ତେବେ ଏହି ଚର୍ଚ୍ଚାକୁ ସତ ବୋଲି ପ୍ରମାଣିତ କରିଛନ୍ତି ଇରା। ଗୁରୁବାର ନୂପୁର ଶିଖରେଙ୍କ ସହ ନିଜ ସମ୍ପର୍କ ଥିବା ଇନ୍‌ଷ୍ଟାଗ୍ରାମରେ କନ୍‌ଫର୍ମ କରିଛନ୍ତି। ଇରା ନୂପୁରଙ୍କ ସହିତ ଅଧିକ ସମୟ ବିତାଉଥିଲେ। ଇରାଙ୍କୁ ତାଙ୍କ ସମ୍ପର୍କୀୟ ଜିନ୍‌ ମ୍ୟାରୀଙ୍କ ବିବାହ ଉତ୍ସବରେ ଦେଖିବାକୁ ମିଳିଥିଲା। ତାଙ୍କ ସହିତ ନୂପୁର ମଧ୍ୟ ଥିଲେ। ଦୁଇଜଣଙ୍କ ଫଟୋ ସାମ୍ନାକୁ ଆସିବା ପରେ ସୋସିଆଲ ମିଡିଆରେ ଏହାକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଛନ୍ତି। ଏବେ ଇରା ଏହି ସମ୍ପର୍କକୁ କନ୍‌ଫର୍ମ କରିଛନ୍ତି। ଇରା ଭାଲେଣ୍ଟାଇନ ଡେ’ ପୂର୍ବରୁ ପ୍ରମିଜ ଡେ’ରେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ନୂପୁରଙ୍କୁ ସେ ଖୁବ୍‌ ଭଲପାଆନ୍ତି। ଏହି ଫଟୋରେ ସେ ନୂପୁରଙ୍କୁ ଡ୍ରିମ୍‌ ବୟ ବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ସାନ ଏହି ଅଭିନେତାଙ୍କ ପ୍ରେମରେ ପଡ଼ିଥିଲେ ବିବାହିତା ଅଭିନେତ୍ରୀ: ଏମିତି ଆରମ୍ଭ ହୋଇ ଥିଲା ଲଭ୍‌ ଷ୍ଟୋରି

ମଲାଇକା ଆରୋରା ଏବଂ ଅର୍ଜୁନ କପୁରଙ୍କ ସମ୍ପର୍କ ଆଉ କାହାକୁ ଅଛପା ନାହିଁ। ଦୁହେଁ ସୋସିଆଲ ମିଡିଆରେ ନିଜ ପ୍ରେମକୁ ଅନେକ ଥର ଖୋଲାଖୋଲି ଭାବେ...

ପକ୍ଷାଘାତରେ ଆକ୍ରାନ୍ତ ହେଲେ ଏହି ଅଭିନେତ୍ରୀ

ହିଟଲର ଦିଦି, କୁବୁଲ ହୈ, ଇଶ୍କବାଜ ଏବଂ ତେନାଲୀ ରାମା ଭଳି ଧାରାବାହିକରେ କାମ କରିସାରିଥିବା ଟିଭି ଅଭିନେତ୍ରୀ ନିଶି ସିଂ ଭଦଲି ଫେବୃୟାରୀ ୨୦୧୯ରୁ...

ନେହାଙ୍କୁ ଗେଡ଼ି କହି ବ୍ୟଙ୍ଗ କରିବାକୁ ନେଇ କ୍ଷମା ମାଗିଲେ ଗୌରବ

ବମ୍ବେ: ବଲିଉଡ୍‌ର ଲୋକପ୍ରିୟ ଗାୟିକା ନେହା କକ୍କଡ଼ଙ୍କୁ ଗେଡ଼ି କହି କମେଡି କରି ଫସିଛନ୍ତି ଗୌରବ ଗେରା। ଘଟଣାକୁ ନେଇ ନେହା କ୍ଷୋଭ ପ୍ରକାଶ କରିବା...

ପ୍ରିୟଙ୍କାଙ୍କ ମନ ଆଉ ଘରେ ଲାଗୁନି

ମୁମ୍ବାଇ: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବାରୁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଲକ୍‌ଡାଉନ୍‌ ଯୋଗୁ ଘରେ ଅଛନ୍ତି।...

ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି...

ଟାଇଗର ଶ୍ରଫ୍‌ଙ୍କ ଗର୍ଲଫ୍ରେଣ୍ଡଙ୍କୁ ଡେଟ୍‌ କରିସାରିଛନ୍ତି ଏହି ଅଭିନେତା,ପୁରୁଷ ବନ୍ଧୁଙ୍କ ସହ ସମ୍ପର୍କକୁ ନେଇ ଭାଙ୍ଗିଥିଲା ସମ୍ପର୍କ

ବମ୍ବେ: ବଲିଉଡ୍‌ ହେଉ କି ଟେଲି ପରଦା, ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ନିଜର ଲଭ୍‌ଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ସେଭଳି ଜଣେ ହେଲେ...

ମହିଳା କ୍ରିକେଟରଙ୍କ ବାୟୋପିକ୍‌ରେ କାମ କରିବେ ଅନୁଷ୍କା!

ମୁମ୍ବାଇ: ବଲିଉଡ୍‌ ନାୟିକା ଅନୁଷ୍କା ଶର୍ମା ବିବାହ ପରଠାରୁ ବଡ ପରଦାରୁ ଏକ ପ୍ରକାର ଦୂରେଇ ଯାଇଛନ୍ତି କହିଲେ ଚଳେ। କିଛି ବର୍ଷ ପରେ ଏହି...

ଅଫିସର

ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର...

Advertisement
Seven Jackpot


Archives

Model This Week