ଆମିର-କିରଣଙ୍କ ଛାଡ଼ପତ୍ର ଘୋଷଣା ପରେ ଇରାଙ୍କ ପ୍ରଥମ ପୋଷ୍ଟ

ମୁମ୍ବାଇ: ନିକଟରେ ବଲିଉଡ୍‌ ପରଫେକ୍ଟନିଷ୍ଟ ଆମିର ଖାଁ ଓ ପତ୍ନୀ କିରଣ ରାଓ ନିଜର ଛାଡ଼ପତ୍ର ନେଇ ଘୋଷଣା କରିଥିଲେ। ଉଭୟ ପାରସ୍ପରିକ ସହମତିରେ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘ ୧୫ବର୍ଷ ପରେ ଦୁହିଁଙ୍କ ବୈବାହିକ ଜୀବନରେ ଫାଟ ସୃଷ୍ଟି ହୋଇଛି। ଆମିର ଓ କିରଣଙ୍କ ଛାଡ଼ପତ୍ର ଘୋଷଣା ପରେ ପ୍ରଥମ ଥର ଆମିରଙ୍କ ଝିଅ ଇରା ଖାଁ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଆଉ ଏହି ପୋଷ୍ଟଟି ହେଉଛି ଖାଦ୍ୟ ଉପରେ। ଏଥିରେ ସେ ଫୁଡ୍‌ ରିଭ୍ୟୁ କରୁଥିବା ନଜର ଆସିଛନ୍ତି। ଇରା ଉକ୍ତ ଭିଡିଓକୁ ଶେୟାର କରିବା ସହ ଏକ ମଜାଳିଆ କ୍ୟାପସନ୍‌ ଲେଖିଛନ୍ତି। ବର୍ନ ବାସକ୍ୟୁ ଚିଜ୍‌ କେକ୍‌ ଓ ଡାନିଏଲ୍‌ ପେଟିସିଅର୍‌ ସହ ସେ ଜୋମାଟୋର ଏହି ଚିତ୍ର ବେଶ୍‌ ସୁନ୍ଦର ବୋଲି ଇରା କହିଛନ୍ତି। ଇରାଙ୍କ ଏହି ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନା ମୁତାବକ ଇରା ହେଉଛନ୍ତି ଆମିରଙ୍କ ପ୍ରଥମ ପତ୍ନୀ ରୀନା ଦତ୍ତାଙ୍କ ଝିଅ। ଅନ୍ୟପଟେ ଇରାଙ୍କ ଲାଇଫ୍‌ ବିଷୟରେ କହିବାକୁ ଗଲେ ସେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ପ୍ରାୟ ସମୟରେ ସେ ନିଜର କାର୍ଯ୍ୟକଳାପ ହେଉ କି ଫଟୋ ଓ ଭିଡିଓ ଶେୟାର କରିଥାନ୍ତି। ଅନ୍ୟପଟେ ତାଙ୍କ ପର୍ସନାଲ ଲାଇଫ କଥା କହିବାକୁ ଗଲେ ଇରା ଫିଟ୍‌ନେସ ଟ୍ରେନର ନୁପୁର ଶିଖରେଙ୍କୁ ଡେଟ୍‌ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

ସାଉଥରେ ଡେବ୍ୟୁ କରିବେ ଅକ୍ଷୟ

ହାଇଦ୍ରାବାଦ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri