ଦୁବାଇରେ ଫସିଛନ୍ତି ପିଭି ସିନ୍ଧୁ: ଏକ୍ସରେ ପୋଷ୍ଟ କରି  କହିଲେ…

ଦୁବାଇ,୩।୧: ତେହେରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ  କରିଥିଲେ। ପରେ ଏହାର  ଜବାବ ଇରାନ ମଧ୍ୟ ଦେଇଛି । ଇରାନ ଦୁବାଇର ବିଳାସପୂର୍ଣ୍ଣ ହୋଟେଲ, ପାମ ଜୁମୈରା ଦ୍ବୀପ ଓ ଦୁବାଇର ବ୍ୟସ୍ତବହୁଳ ବିମାନବନ୍ଦର ଉପରେ ଭୟଙ୍କର ଆକ୍ରମଣ କରିଛି । ଏନେଇ ବିମାନବିନ୍ଦରରେ ସମସ୍ତ ବିମାନଯାତ୍ରା ଉପରେ ରୋକ ଲଗାଯାଇଛି । ତେବେ ଏହାରି  ମଧ୍ୟରେ ଭାରତୀୟ ଡବଲ ଅଲମ୍ପିକ୍‌ ମେଡାଲିଷ୍ଟ ପିଭି ସିନ୍ଧୁ ଦୁବାଇ ବିମାନବନ୍ଦରରେ ଫସି ରହିଛନ୍ତି ବୋଲି ନିଜ ସୋସିଆଲ ମିଡିଆରେ  ପୋଷ୍ଟ କରିଛନ୍ତି। ଏକ୍ସ ଜରିଆରେ ସେ ଜଣାଇଛନ୍ତି, ମୁଁ ବର୍ତ୍ତମାନ ସୁରକ୍ଷିତ ଅଛି’ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ଯୋଗୁଁ ବିମାନ ଚଳାଚଳ ବନ୍ଦ ହୋଇଛି । ପିଭି ସିନ୍ଧୁ ଅଲ ଇଂଲଣ୍ଡ ଓପନ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟରେ ଯୋଗ ଦେବାକୁ ଯାତ୍ରା କରୁଥିବା ସମୟରେ ଶନିବାର ଦୁବାଇ ବିମାନବନ୍ଦରରେ ଫସି ରହିଥିଲେ ।

ଅନ୍ୟପକ୍ଷେ ଏୟାରପୋର୍ଟ କର୍ତ୍ତୃପକ୍ଷଙ୍କ ଅକ୍ଳାନ୍ତ ପ୍ରୟାସ ଯୋଗୁଁ ଆମେ ଅଧିକ ସୁରକ୍ଷିତ ବୋଲି ସିନ୍ଧୁ ପୋଷ୍ଟ କରିଛନ୍ତି।

https://x.com/Pvsindhu1/status/2027802110381969563?ref

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତି ଛାଡି ଦେଇଗଲେ ଖାମେନେଇ, ଜାଣିଲେ ହୋଇଯିବେ ତାଜୁବ

ତେହେରାନ୍‌,୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ପରେ, ଇରାନୀ ଗଣମାଧ୍ୟମ ଇରାନର ସର୍ୱୋଚ୍ଚ ନେତା ଆୟତୁଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁର…

ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ରାଜ୍ୟ ସଭା: କମନ୍‌ ପ୍ରାର୍ଥୀ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ଆମେରିକା-ଇସ୍ରାଏଲୀ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଖାମେନେଇଙ୍କ ପରଲୋକ

ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଆମେରିକୀୟ ସୂତ୍ର ଅନୁଯାୟୀ, ଖାମେନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri