ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୭ା୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି ଅବୈଧ ପଥ ଦେଇ ପାର ହେବାକୁ ଚେଷ୍ଟା କରିବା ବେଳେ ଇରାନ ଆକ୍ରମଣ କରିଛି। ଆମେରିକୀୟ ସେନାର ପ୍ରରୋଚନାରେ ଜାହାଜ ପଥ ବଦଳାଉଥିବା କହିଛି ଇରାନ।

ଇରାନର ସାମରିକ ପ୍ରବକ୍ତାଙ୍କ କହିବା ଅନୁଯାୟୀ, ଏହି ଜାହାଜଟି ସ୍ୱାଧୀନ ଭାବେ ଗତି କରୁ ନ ଥିଲା, ବରଂ ଆମେରିକୀୟ ସେନାର ପ୍ରରୋଚନା ଓ ପ୍ରତ୍ୟକ୍ଷ ଇସାରାରେ ନିଜର ଗତିପଥ ବଦଳାଉଥିଲା। ଆମେରିକା ଏହି ପ୍ରଦେଶରେ ନିଜର ପ୍ରଭାବ ବିସ୍ତାର କରିବା ପାଇଁ ଏଭଳି ବେଆଇନ କାର୍ଯ୍ୟକଳାପକୁ ଉତ୍ସାହିତ କରୁଛି ବୋଲି ଇରାନ ଆରୋପ ଲଗାଇଛି। ଅବୈଧ ଯାତ୍ରାର ପରିଣାମ କେବଳ ଜାହାଜର ଧ୍ୱଂସ ବୋଲି କହିଛି ଇରାନ। ଇରାନର ଏହି ଚେତାବନୀ ସମୁଦ୍ର ପଥରେ ଯାତାୟାତ କରୁଥିବା ଅନ୍ୟାନ୍ୟ ଅନ୍ତର୍ଜାତୀୟ ଜାହାଜଗୁଡ଼ିକ ପାଇଁ ସତର୍କ ଘଣ୍ଟି ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?