”ଇସ୍ରାଏଲ ସେନା ଗାଜାରେ ପାଦ ରଖିଲେ, ସେଇଠି ସମାଧି କରିଦିଆଯିବ…” ହମାସ ଯୁଦ୍ଧ ମଧ୍ୟରେ ଇରାନର ଚେତାବନୀ

ନୂଆଦିଲ୍ଲୀ,୨୭/୧୦: ଇସ୍ରାଏଲ-ହମାସ ମଧ୍ୟରେ ମଧ୍ୟରେ ଗତ ୨୦ ଦିନ ଧରି ଯୁଦ୍ଧ ଜାରି ରହିଛି। ଇସ୍ରାଏଲ ଗାଜା ପଟିରେ ହମାସ ଠିକଣା ସ୍ଥଳରେ ଲଗାତାର ବୋମାମାଡ଼ କରୁଛି। ଅନ୍ୟପଟେ ଗାଜାରୁ ହମାସ ଏବଂ ଲେବନାନରୁ ହିଜ୍ଜବୁଲ୍ଲା ଇସ୍ରାଏଲ ଉପରେ ରାକେଟ ମାଡ କରୁଛନ୍ତି। ଏସବୁ ମଧ୍ୟରେ ଇରାନ ଇସ୍ରାଏଲକୁ ଖୋଲାଖୋଲି ଧମକ ଦେଇଛି। ଇରାନ କହିଛି ‘ଯଦି ଇସ୍ରାଏଲ ଗାଜାରେ ପାଦ ରଖେ, ତେବେ ତାକୁ ସେଇଠାରେ ସମାଧି ଦିଆଯିବ।’

ଇରାନର ଇସ୍ଲାମିକ ରିଭୋଲ୍ୟୁସନରି ଗାର୍ଡ ଫୋର୍ସ’ କମାଣ୍ଡର ଇନ-ଚିଫ ଜେନେରାଲ ହାଉସିଂ ସଲାମି କହିଛନ୍ତି ଯେ, ‘ଇସ୍ରାଏଲ ବୋମାମାଡ଼ ବ୍ୟତୀତ ଆଉ କିଛି କରିପାରିବ ନାହିଁ। ଯଦି ସେ ସ୍ଥଳଭାଗରେ ଆସନ୍ତି, ତେବେ ସେମାନଙ୍କୁ ଶେଷ କରିଦିଆଯିବ। ଏବଂ ଯଦି ସେ ଗାଜାରେ ପାଦ ରଖୁଛନ୍ତି ତେବେ ସେମାନଙ୍କୁ ସେଇଠି ସମାଧି ଦିଆଯିବ।’

ତେବେ ଏହି ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ଇସ୍ରାଏଲରେ ୧୪୦୦ ଲୋକେ ଏବଂ ୨୨୦  ଜଣଙ୍କୁ ବନ୍ଧକ ରଖିଛନ୍ତି। ପାଲେଷ୍ଟାଇନ ପାଖରୁ ୨୨୦ ଲୋକ ବନ୍ଧକ ଥିଲେ। ଏହି ଆକ୍ରମଣ ପରେ ଇସ୍ରାଏଲ ହମାସକୁ ଶେଷ କରିବାକୁ ଶପଥ ନେଇଛି। ଯୁଦ୍ଧ ଆରମ୍ଭ ହେବା ପିଥଅରଠାରୁ ଇସ୍ରାଏଲ ଲଗାତାର ଗାଜା ପଟିରେ ଥିବା ହମାସ ଠିକଣାସ୍ଥଳରେ ଆକ୍ରମଣ କରିଛି। ଏହି ଆକ୍ରମଣରେ ପ୍ରାୟ ୭୦୦୦ ଲୋକମଧ୍ୟରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ବାରଣ କରିଛନ୍ତି। ତେବେ ଗାଜା ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନ ଅନୁଯାୟୀ ଏଥିରେ ୩୦୦୦ରୁ ଅଧିକ ଶିଶୁ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri