ଦୁଇ ଆତଙ୍କବାଦୀଙ୍କୁ ଫାଶୀ ଦଣ୍ଡ ଦେଲା ଇରାନ

ତେହେରାନ,୮।୭: ଶିଆ ମନ୍ଦିର ଉପରେ ଆକ୍ରମଣ ଘଟଣାରେ ଇରାନ ଦୁଇ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଇଛି।
ଇରାନର ସରକାରୀ ନ୍ୟୁଜ ଏଜେନ୍ସି ଆଇଆରଏନଏ ରିପୋର୍ଟ ଅନୁଯାୟୀ, ଦକ୍ଷିଣ ଶିରାଜ ସହରରେ ଶନିବାର ଦୁଇଜଣଙ୍କୁ ଫାଶୀ ଦିଆଯାଇଛି।

ସୂଚନାଯୋଗ୍ୟ, ମନ୍ଦିରରେ ଲଗାଯାଇଥିବା ସିସିଟିଭି ଫୁଟେଜ୍‌ ଅନୁସାରେ ଦୁଇ ଅଭିଯୁକ୍ତ ବ୍ୟାଗ୍‌ରେ ରାଇଫଲ ରଖି ମନ୍ଦିରରେ ପ୍ରବେଶ କରିଥିଲେ। ସେଦିନ ମନ୍ଦିରରେ ପ୍ରବଳ ଭିଡ ହୋଇଥିଲା। ଭିଡ ମଧ୍ୟରେ ଦୁହେଁ ଶ୍ରଦ୍ଧାଳୁଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ଶଦ୍ଦରେ ଲୋକେ ଧାଇଁବାକୁ ଲାଗିଥିଲେ। ତେବେ ସେହି ସମୟରେ ଗୁଳିମାଡରେ ୧୩ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁଇ ଅଭିଯୁକ୍ତଙ୍କୁ ଗିରଫ ପରେ ସେମାନେ ଆତଙ୍କବାଦୀ ବୋଲି ଜଣାପଡିଥିଲା। ଇସଲାମିକ ଷ୍ଟେଟ୍‌ ଆଫଗାନିସ୍ତାନ ସହ ସେମାନଙ୍କର ଲିଙ୍କ୍‌ ରହିଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri