୨ ମହିଳା ସାମ୍ବାଦିକାଙ୍କୁ ଜେଲ୍‌ରେ ରଖିଛି ଇରାନ

ତେହେରାନ,୨୨ା୧୦: ତେହେରାନରେ ପୋଲିସ ଦ୍ୱାରା ଗିରଫ ହେବା ପରେ ୧୬ ସେପ୍ଟେମ୍ବର ୨୦୨୨ରେ ମହସା ଆମିନୀଙ୍କ ହେପାଜତ ମୃତ୍ୟୁ ହୋଇଥିଲା। ଗତ ବର୍ଷ ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରିଥିବା ମହସା ଆମିନୀଙ୍କ ମୃତ୍ୟୁ ଖବର ସଂଗ୍ରହ କରିବାକୁ ଯାଇ ଗିରଫ ହୋଇଥିବା ଦୁଇ ସାମ୍ବାଦିକାଙ୍କୁ ୭ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ହୋଇଛି ବୋଲି ନ୍ୟାୟପାଳିକା ରବିବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ...

କାନ ଚିରି ବାହାରିଗଲା ଗୁଳି…ମରଣାନ୍ତକ ଆକ୍ରମଣ ପରେ ବଡ଼ ବୟାନ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି। ଏହି ଗୁଳିମାଡ଼ରେ...

ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ୱାଶିଂଟନ୍‌, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି ।  ପେନ୍‌ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି...

୨୦୬୦ ପରେ କମିବାକୁ ଲାଗିବ ଭାରତର ଜନସଂଖ୍ୟା, ରିପୋର୍ଟରେ ଚମକାଇବା ଭଳି ତଥ୍ୟ

ନୂଆଦିଲ୍ଲୀ,୧୩।୭: ୨୦୬୦ ପରେ ଭାରତରେ ଜନସଂଖ୍ୟା କମିବା ଆରମ୍ଭ କରିବ। ମିଳିତ ଜାତିସଂଘ ବା ସଂଯୁକ୍ତ ରାଷ୍ଟ୍ରର ବିଶ୍ୱ ଜନସଂଖ୍ୟା ରିପୋର୍ଟ ଅନୁଯାୟୀ ୨୦୬୦ରେ ଭାରତର...

ବିମାନରେ ଫାଟିଲା ଲାପଟପ, ଯାତ୍ର୍ରୀ ଭୟଭିତ

ସାନ ଫ୍ୟାନସିସକୋ,୧୩।୭: ଆମେରିକାର ସାନ ଫ୍ରାନ୍ସିସ୍କୋ ଅନ୍ତର୍ଜାତୀୟ ବିମାନବନ୍ଦରରେ ମିଆମି ଅଭିମୁଖେ ଯାତ୍ରା କରୁଥିବା ସମୟରେ ଏକ ଯାତ୍ରୀଙ୍କ ବ୍ୟାଗରେ ରଖାଯାଇଥିବା ଲାପଟପ ବିସ୍ଫୋରଣ ହୋଇ...

ଚାହୁଁ ଚାହୁଁ ଭାଙ୍ଗି ପଡିଲା ସ୍କୁଲ ଘର, ୨୨ ଛାତ୍ରଙ୍କ ମୃତ୍ୟୁ

ଅବୁଜା,୧୩।୭: ଆଫ୍ରିକୀୟ ଦେଶ ନାଇଜେରିଆରେ ଏକ ସ୍କୁଲ କୋଠା ଭୁଶୁଡ଼ିବା ପରେ ୨୨ଜଣ ଛାତ୍ରଙ୍କର ଦୁଃଖଦ ମୃତ୍ୟୁ ହୋଇଛି। କରିଥିଲେ। ଶୁକ୍ରବାର ସକାଳେ ଉତ୍ତର-ମଧ୍ୟ ନାଇଜେରିଆରେ...

ଜେଲେନ୍‌ସ୍କିଙ୍କୁ ‘ପୁଟିନ’ କହିଲେ ବାଇଡେନ୍‌

ଓ୍ବାଶିଂଟନ, ୧୩।୭: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌(୮୧)ଙ୍କ ସମସ୍ୟା କମ୍‌ ହେବାର ନାଁ ନେଉନାହିଁ। ଶୁକ୍ରବାର ନାଟୋ ସମ୍ମିଳନୀରେ ସେ...

ମସ୍କୋ ନିକଟରେ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଳକ ଦଳର ୩ ସଦସ୍ୟ ମୃତ

ମସ୍କୋ,୧୨।୭: ରୁଷିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରାଜଧାନୀ ମସ୍କୋ ନିକଟରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଖବର ଆସିଛି। ଯଦିଓ ଦୁର୍ଘଟଣା ସମୟରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri