ଶାନ୍ତି ଚୁକ୍ତିରେ ଏହି ୧୪ ସର୍ତ୍ତ ରଖିଛି ଇରାନ

ତେହରାନ,୧୫ା୬: ଆମେରିକା ସହ ପ୍ରସ୍ତାବିତ ୧୪ ସୂତ୍ରୀ ସର୍ତ୍ତ ଜାରି କରିଛି ଇରାନ। ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, ଏହି ଦାବିଗୁଡ଼ିକ ହେଲା ୩୦ ଦିନ ଭିତରେ ହର୍ମୁଜରୁ ଆମେରିକା ସମ୍ପୂର୍ଣ୍ଣ ଅବରୋଧ ହଟାଇବ। ଇରାନ୍‌ରେ ଫ୍ରିଜ ହୋଇଥିବା ୧୨ ବିଲିଅନ ଡଲାରକୁ ରିଲିଜ କରିବ। ଇରାନୀ ତୈଳ ଓ ପେଟ୍ରୋକେମିକାଲ୍ସ ଉପରୁ କଟକଣା ହଟାଇବ। ଇରାନରେ ପୁନଃନିର୍ମାଣ କାର୍ଯ୍ୟ ପାଇଁ ଆର୍ଥିକ ସହାୟତା ଦିଆଯିବ। ଏହି ଆର୍ଥିକ ସହାୟତା ଆମେରିକା ଓ ସହଯୋଗୀ ଦେଶ ଦେବେ। ଆମେରିକୀୟ ସୈନ୍ୟ ଇରାନ୍‌ର ପାଶର୍‌ବର୍ତ୍ତୀ ଅଞ୍ଚଳରୁ ତୁରନ୍ତ ହଟିବେ। ସମସ୍ତ ଫ୍ରଣ୍ଟରୁ ତୁରନ୍ତ ଓ ସ୍ଥାୟୀ ଭାବେ ଆକ୍ରମଣ ବନ୍ଦ ହେବ। ଆମେରିକା ଏହାର ସହଯୋଗୀ ଦେଶ ୩୦୦ ବିଲିଅନ ଡଲାର ସହାୟତା ଦେବେ। ପରମାଣୁ ଅସ୍ତ୍ର ବିକଶିତ କାର୍ଯ୍ୟକ୍ରମ ବନ୍ଦ କରିବ ଇରାନ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri