ତେଜିଲା ହିଜାବ ବିରୋଧୀ ହିଂସା: ସୁରକ୍ଷାବାହିନୀ ଗୁଳିରେ ଟଳିପଡିଲେ ଆଉ ଜଣେ ଯୁବତୀ

ତେହରାନ,୨୭। ୯: ଇରାନରେ ହିଜାବ ବିରୋଧରେ ହିଂସା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏସବୁ ମଧ୍ୟରେ ଇରାନର ସୁରକ୍ଷା ବାହିନୀ ଅତ୍ୟାଚାରର ଆଉ ଏକ ଉଦାହରଣ ସାମ୍ନାକୁ ଆସିଛି। ଏଠାରେ ୨୦ ବଷର୍ର୍ୀୟା ଯୁବତୀ ହଦିସ ନଜାଫିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହଦିସ ହିଜାବ ବିରୋଧୀ ହିଂସାର ନେତୃତ୍ୱ ନେଉଥିଲେ। ଏହି ସମୟରେ ସୁରକ୍ଷାବାହିନୀ ପକ୍ଷରୁ ତାଙ୍କ ଉପରକୁ ୬ଟି ଗୁଳି ଚଳାଯାଇଥିଲା। ଏଥିରେ ତାଙ୍କ ମୃତ୍ୟୁ ଘଟିଛି। ଟିକ୍‌ଟକ୍‌ ଏବଂ ଇନଷ୍ଟାଗ୍ରାମରେ ହଦିସ ନଜାଫି ବହୁତ ଲୋକପ୍ରିୟ ଚେହେରା ଥିଲେ।
ଇରାନରେ ଗତ ୧୦ ଦିନ ମଧ୍ୟରେ ହିଜାବ ବିରୋଧୀ ପ୍ରଦର୍ଶନରେ ଅତି କମରେ ୭୬ ଜଣ ପ୍ରାଣ ହରାଇଥିବାବେଳେ ୭୦୦ରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଛି କିନ୍ତୁ ବିରୋଧର ନିଆଁ ଦିନକୁ ଦିନ ବଢିବାରେ ଲାଗିଛି। ହିଜାବକୁ ନେଇ ମହସା ଆମିନୀଙ୍କ ମୃତ୍ୟୁ ପରେ ଇରାନରେ ସୃଷ୍ଟି ହୋଇଥିବା ଝଡ ଶାନ୍ତ ହେବାର ନାମ ନେଉନାହିଁ ଏବଂ ଏହାର ନିଆଁ ବର୍ତ୍ତମାନ ଆରବ ଦେଶରେ ବ୍ୟାପିବାରେ ଲାଗିଛି। ଅନେକ ଦେଶର ମହିଳା ହିଜାବ ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ କରି ଦେଇଛନ୍ତି। ଇରାକ ସମେତ ଅନେକ ଦେଶର ମହିଳା ସୋସିଆଲ ମିଡିଆରେ ଇରାନୀୟ ମହିଳାଙ୍କୁ ସମର୍ଥନ କରି ଲେଖୁଛନ୍ତି। ଇରାନ ବାହାରେ ଲଣ୍ଡନ ଏବଂ ପ୍ୟାରିସ ପରି ୟୁରୋପୀୟ ସହରରେ ହିଜାବ ବିରୋଧୀ ଆନ୍ଦୋଳନ ମଧ୍ୟ ଚାଲିଛି। କାନାଡାର କେତେକ ସ୍ଥାନରେ ମଧ୍ୟ ଆନ୍ଦୋଳନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri