ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇଙ୍କ ପୁଅ ଦାୟିତ୍ୱ ନେବା ପରେ ରକ୍ତମୁଖା ହୋଇଛି ଇରାନ। ବଡ଼ ଆକ୍ରମଣ ନେଇ ଧମକ ଦେଇଛି ଇରାନ।

ଖାମେନେଇଙ୍କ ମୃତ୍ୟୁ ପରେ ଇରାନ ଆମେରିକା-ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା, ଏରବିଲରେ ଥିବା ଆମେରିକୀୟ ଘାଟିକୁ ଟାର୍ଗେଟ କରିଛି ଇରାନ। ସେହିପରି ଇରାନ ପୁଣି ଇସ୍ରାଏଲ ଉପରେ ଆକ୍ରମଣ କରିଛି। ସମଗ୍ର ଇସ୍ରାଏଲରେ ସାଇରନ ବାଜୁଛି। ଏଲାଟରେ ଏକ ଡ୍ରୋନ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri