Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି।

ଆମେରିକା ଓ ଇସ୍ରାଏଲର ଆକ୍ରମଣରେ ଇରାନର ସୁପ୍ରିମ ଲିଡର ମୃତ ହୋଇଥିବା ନେଇ ସୂଚନା ମିଳିଛି। ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲ୍ଲୀ ଖାମନେଇଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କରିଛି ଇରାନର ମିଡି଼ଆ।ସେପଟେ ଖାମନେଇଙ୍କ ମୃତ୍ୟୁ ପରେ ଇରାନରେ ୪୦ ଦିନିଆ ଶୋକ ଘୋଷଣା। ସାତ ଦିନିଆ ସରକାରୀ ଛୁଟି ଘୋଷଣା କରିଛି ଇରାନ ସରକାର।

ଶନିବାର ରାତି ତମାମ ହୋଇଥିଲା ଆକ୍ରମଣ ପ୍ରତି ଆକ୍ରମଣ। ଇରାନ ପ୍ରତିରକ୍ଷା ମନ୍ତ୍ରୀ, ସେନା କମାଣ୍ଡର ବି ପ୍ରାଣ ହରାଇଥିବା ସୂଚନା ମିଳିଛି। ଶନିବାର ସକାଳୁ ଅଫିସ୍‌ରେ କାମ କଲା ସମୟରେ ପ୍ରାଣ ହରାଇଥିଲେ ଖାମିନେଇ।

ଆମେରିକା ଓ ଇସ୍ରାଏଲର ଆକ୍ରମଣରେ ଅଫିସ୍‌ ଭିତରେ ହିଁ ପ୍ରାଣ ହରାଇଥିଲେ ଖାମିନେଇ। ଇରାନ ମିଡିଆ ପ୍ରଥମେ ଖାମିନେଇ ଅଫିସ୍‌ ଛାଡ଼ି ପଳାଇଥିବା ନେଇ କହିଥିଲା। ପରେ ସେ ବଙ୍କରରେ ଲୁଚିଥିବା ନେଇ ଗୁଜବ ସୃଷ୍ଟି ହୋଇଥିଲା ଏହାପରେ ଆମେରିକା ଓ ଇସ୍ରାଏଲ ମିଳିତ ଭାବେ ତାଙ୍କ ମୃତ୍ୟୁ ନେଇ ସୂଚନା ଦେଇଥିଲେ।

ଆୟତୋଲ୍ଲା ଅଲ୍ଲୀ ଖାମନେଇ ଇରାନର ସର୍ବୋଚ୍ଚ ନେତା ଥିଲେ। ୧୯ ଏପ୍ରିଲ ୧୯୩୯ରେ ଇରାନର ମାଶହାଦ ସହରରେ ସେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ବାପା ସୟଦ ଜାଭାଦ ଖାମିନେଇ ଜଣେ ଇସଲାମିକ ବିଦ୍ବାନ ଥିଲେ। ୧୯୭୮ ଇରାନ ରାଜନୈତିକ ଅଶାନ୍ତି ବେଳେ ସେ ପୁଣି ଫେରିଥିଲେ। ଏହି ସମୟରେ ଇରାନରେ ଇସଲାମିକ ବିପ୍ଲବ ଆରମ୍ଭ ହୋଇଥିଲା। ଏହି ସମୟରେ ଇସଲାମିକ ରିଭଲ୍ୟୁସନାରୀ କାଉନସିଲ ମଧ୍ୟ ଗଠନ।

ଖାମନେଇ କାଉନସିଲ୍‌ର ଜଣେ ସଦସ୍ୟ ଭାବେ ନିଯୁକ୍ତ ହୋଇଥିଲେ। ୧୯୮୯ରେ ଇରାନର ସର୍ବୋଚ୍ଚ ନେତା ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ଏହା ପୂର୍ବରୁ ଖାମିନେଇ ଦେଶର ରାଷ୍ଟ୍ରପତି ମଧ୍ୟ ହୋଇଥିଲେ।

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ


Enter your email to get our daily news in your inbox.

All Right Reserved By Dharitri.Com

ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…

ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ…

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍.…

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri