ଇରାନରେ ହିଂସକ ହେଲା ହିଜାବ ବିରୋଧୀ ପ୍ରଦର୍ଶନ, କିଛି ସ୍ଥାନରେ ପୋଡାଜଳା, କିଛି ସହରରେ ଇଣ୍ଟରନେଟ ସେବା ବନ୍ଦ

ତେହେରାନ,୨୨ ।୯: ମହସା ଅମିନିଙ୍କ ମୃତ୍ୟୁ ପରେ ଇରାନରେ ଏବେ ବିରୋଧର ନିଆଁ ଜଳୁଛି । ହିଜାବ ବିରୋଧରେ ଏବେ ଇରାନରେ ଉଗ୍ର ପ୍ରଦର୍ଶନ ହିଂସାର ରୂପ ନେଲାଣି । ହିଜାବକୁ ଜଳାଇଥିବା ନିଆଁ ଏବେ କିଛି ସହରକୁ ବି ଜଳାଇ ପାରେ ବୋଲି ଅନୁମାନ କରାଯାଉଛି । ହିଜାବ ବିରୋଧରେ ଆକ୍ରମକ ବିରୋଧ ପ୍ରଦର୍ଶନ କରାଯାଉଛି । ପ୍ରଥମେ ମହିଳା ହିଜାବ ଜଳାଉଥିବା ଦେଖାଯାଇଥିବା ବେଳେ ଏବେ ସାଧାରଣ ଜନତା ରାଜରାସ୍ତାକୁ ଓହ୍ଲାଇ ଆସି ବିରୋଧ ପ୍ରଦର୍ଶନ କରିବା ସହ ଗାଡି ମଟର ଜାଳି ଦେଇଥିବା ସୂଚନା ମିଳିଛି । ସୂଚନା ମୁତାବକ ଇରାନର ଅଧିକାଂଶ ସହରରେ ବଢୁଥିବା ହିଂସାକୁ ଦେଖି ଇଣ୍ଟରନେଟ ସେବା ବନ୍ଦ କରିବାକୁ ପଡିଛି, ଯାହା ଫଳରେ ଲୋକେ ଭ୍ରମ ପ୍ରଚାରଠାରୁ ଦୂରେଇ ରହି ହିଂସକ ନ ହୁଅନ୍ତୁ ।
ଏହି ବିରୋଧ ପ୍ରଦର୍ଶନ ସମୟରେ ଦିୱାନଦାରେହ ସହରରେ ପ୍ରାୟ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହା ଇରାନର ସେହି ଅଞ୍ଚଳ ଯେଉଁଠାରେ ହିଜାବ ବିରୋଧରେ ଅଧିକ ପ୍ରଦର୍ଶନ କରାଯାଉଛି । ଯଦି ଏହି ପ୍ରଦର୍ଶନ ଏମିତି ବଢି ଚାଲିବ ତେବେ ଏହାର ପରିଣାମ କିଛି ଦଶକ ପର୍ଯ୍ୟନ୍ତ ଭୋଗିବାକୁ ପଡିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?