୫ ଭାରତୀୟଙ୍କୁ ମୁକ୍ତ କଲା ଇରାନ

ତେହରାନ,୧୦ା୫: କତାରରୁ ୮ ଜଣ ପୂର୍ବତନ ଭାରତୀୟ ନୌସେନା ସୈନିକଙ୍କୁ ନିରାପଦ ପ୍ରତ୍ୟାବର୍ତ୍ତନ ପରେ ଭାରତ ଆଉ ଏକ ପ୍ରମୁଖ କୂଟନୈତିକ ସଫଳତା ହାସଲ କରିଛି। ଇରାନ ଇସ୍ରାଏଲର ଏକ ପର୍ତ୍ତୁଗୀଜ କାର୍ଗୋ ଜାହାଜରେ ଥିବା ୫ ଭାରତୀୟଙ୍କୁ ମୁକ୍ତ କରିଛି। ଭାରତୀୟଙ୍କ ମୁକ୍ତି ପାଇଁ ନୂଆଦିଲ୍ଲୀରୁ ନିରନ୍ତର କୂଟନୈତିକ ପ୍ରୟାସ କରାଯାଉଥିଲା। ବର୍ତ୍ତମାନ ତେହରାନ ଏହି ଭାରତୀୟମାନଙ୍କୁ ମୁକ୍ତ କରିଛି। ଇରାନରେ ଥିବା ଭାରତୀୟ ଦୂତାବାସର ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଇରାନ ପର୍ତ୍ତୁଗୀଜ ଫ୍ଲାଗ୍‌ ଜାହାଜର ୭ ଜଣ କ୍ରୁ ସଦସ୍ୟଙ୍କୁ ମୁକ୍ତ କରିଛି। ଏହି ମାଲ ପରିବହନ ଜାହାଜ ୧୩ ଏପ୍ରିଲରେ ଜବତ କରାଯାଇଥିଲା। ପର୍ତ୍ତୁଗାଲର ବୈଦେଶିକ ମନ୍ତ୍ରଣାଳୟ କହିଛି, ମୁକ୍ତ ହୋଇଥିବା ଲୋକମାନଙ୍କ ମଧ୍ୟରେ ୫ ଜଣ ଭାରତୀୟ, ଫିଲିପାଇନ୍ସର ନାଗରିକ ଏବଂ ଇଷ୍ଟୋନିଆର ନାଗରିକ ଅଛନ୍ତି। ଇସ୍ରାଏଲ ସହିତ ସଂଯୋଗ ଥିବାରୁ ଇରାନ ଦ୍ୱାରା ଏହି କଣ୍ଟେନର ଜାହାଜ ଜବତ କରାଯାଇଥିଲା। ଜବତ ହୋଇଥିବା ଜାହାଜରୁ ୭ଜଣ କ୍ରୁ ସଦସ୍ୟଙ୍କୁ ମୁକ୍ତ କରିବାକୁ ପର୍ତ୍ତୁଗାଲ ସ୍ବାଗତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri