ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ତେହରାନ୍‌ ମୋଜତାବାଙ୍କ ଏକ ଭିଡିଓ ଜାରି କରିଛି। ସେଠାର ରାଷ୍ଟ୍ରାୟତ୍ତ ନ୍ୟୁଜ୍‌ ଏଜେନ୍ସି ଜାରି କରିଥିବା ଉକ୍ତ ଭିଡିଓ କେତେ ତାରିଖର ତାହା ଉଲ୍ଲେଖ ନାହିଁ। ଗତ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ୍‌ର ମିଳିତ ଆକ୍ରମଣରେ ତତ୍କାଳୀନ ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଘଟିଥିଲା। ଏହା ପରେ ମୋଜତାବା ଦେଶର ସୁପ୍ରିମ ଲିଡର ହୋଇଥିବାବେଳେ ସେ ଆଜି ପର୍ଯ୍ୟନ୍ତ ସର୍ବସାଧାରଣରେ ଦେଖାଦେଇ ନାହାନ୍ତି। ପ୍ରଥମ ଥର ପାଇଁ ଶନିବାର ନ୍ୟୁଜ୍‌ ଏଜେନ୍ସିର ଓ୍ବେବ୍‌ସାଇଟ୍‌ରେ ପ୍ରକାଶ ପାଇଛି, ଯେଉଁଥିରେ ସେ ଉତ୍ତମ ସ୍ବାସ୍ଥ୍ୟରେ ଥିବା ଏବଂ ଏକ ରୁଦ୍ଧଦ୍ୱାର ପ୍ରକୋଷ୍ଠରେ କାର୍ପେଟ ଉପରେ ବସିଥିବା ଦେଖାଯାଇଛି। ପାଖରେ ବସିଥିବା ଅନ୍ୟ ଲୋକମାନଙ୍କ ସହ ସେ କଥା ହେଉଥିବା ୧୨ ସେକେଣ୍ଡର ଭିଡିଓରୁ ଦେଖିବାକୁ ମିଳିଛି। କେତେବେଳେ ଓ କେଉଁଠି ଏହି ଭିଡିଓ ଶୁଟ୍‌ କରାଯରାଇଥିଲା, ତାହା ଜଣାପଡ଼ି ନାହିଁ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର…

ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri