ଇରାନ-ସୌଦି ଶାନ୍ତି ପାଇଁ ପ୍ରସ୍ତୁତ: ଜିନପିଙ୍ଗ…

ବେଜିଂ,୨୮।୩ : ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ମଙ୍ଗଳବାର କହିଛନ୍ତି ଯେ ଆମେ ଆଶା କରୁଛୁ ଯେ ଉଭୟ ଇରାନ ଏବଂ ସୌଦି ଆରବ ସେମାନଙ୍କ ସମ୍ପର୍କକୁ ସୁଦୃଢ଼ କରିବେ। ଯେଉଁଥିପାଇଁ ପଶ୍ଚିମ ଏସିଆର ଦେଶମାନଙ୍କୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ିବ। ମିଡିଆ ରିପୋର୍ଟ ଅନୁଯାୟୀ ଜିନପିଙ୍ଗ ସୌଦି କ୍ରାଉନ ପ୍ରିନ୍ସ ଏବଂ ପ୍ରଧାନମନ୍ତ୍ରୀ ମହମ୍ମଦ ବିନ ସଲମାନଙ୍କ ସହ ଫୋନରେ କଥା ହୋଇଥିଲେ। ସେ କହିଛନ୍ତି ଯେ ଆଶା କରାଯାଉଛି ଯେ ସୌଦି ଆରବ ଏବଂ ଇରାନ ଭଲ ପଡ଼ୋଶୀ ମନୋଭାବ ବଜାୟ ରଖିବେ ଏବଂ ବେଜିଂରେ ଅନୁଷ୍ଠିତ ଆଲୋଚନାକୁ କାର୍ଯ୍ୟକାରୀ କରିବେ।

ସୌଦି ଏବଂ ଇରାନ ମଧ୍ୟରେ କଥାବାର୍ତ୍ତା ବଜାୟ ରଖିବାକୁ ଚାଇନା ପ୍ରସ୍ତୁତ ଅଛି। ଜିନପିଙ୍ଗ କହିଛନ୍ତି ଯେ ଦୁଇ ଦେଶ ମଧ୍ୟରେ ସମନ୍ବୟ ଏବଂ ଶାନ୍ତି ଚୁକ୍ତି ବଜାୟ ରଖିବାକୁ ଚାଇନା ସର୍ବଦା ପ୍ରସ୍ତୁତ ଅଛି। ସୌଦି ଏବଂ ଇରାନର ଏକାଠି ହେବା ଦ୍ୱାରା ବିକାଶ ଆଶିବାର ଯଥେଷ୍ଟ ସମ୍ଭାବନା ରହିଛି। କିନ୍ତୁ ମଧ୍ୟ ପୂର୍ବରେ ଏହା କ’ଣ ପରିବର୍ତ୍ତନ ଆଣିବ ତାହା ଏକ ପ୍ରଶ୍ନ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri