Odisha Elections 2024

ଇରାନରେ ୩୦ବୋମା ନିଷ୍କ୍ରୟ କଲା ଟିମ୍‌, ପାକିସ୍ତାନର ଲିଙ୍କ ଥିବା ଆଶଙ୍କା

ତେହେରାନ,୨୪।୯: ଇରାନ ପୋଲିସ ତେହେରାନରେ ଏକ ବଡ ଷଡଯନ୍ତ୍ରର ଖୁଲାସା କରିଛି। ତେହେରାନରେ ୩୦ଟି ବୋମାକୁ ନିଷ୍କ୍ରିୟ କରିଛି ବୋମା ନିଷ୍କ୍ରୟକାରୀ ଦଳ। ଏହି ମାମଲାରେ ପୋଲିସ ୨୮ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛି। ଏହି ଷଡଯନ୍ତ୍ର ପଛରେ ଇସଲାମିକ ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟର ହାତ ଥିବା କୁହାଯାଉଛି। ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ କେତେକଙ୍କର ଇସଲାମିକ ଷ୍ଟେଟ (ଆଇଏସ) ସହିତ ଲିଙ୍କ ଅଛି ଏବଂ କେତେକଙ୍କର ସିରିଆ, ଆଫଗାନିସ୍ତାନ, ପାକିସ୍ତାନ ଓ ଇରାକର କୁର୍ଦ୍ଦିକସ୍ତାନ ସହ ଲିଙ୍କ ଥିବା ଜଣାପଡିଛି। ଗିରଫ ଆତଙ୍କବାଦୀଙ୍କ ମଧ୍ୟରେ କିଛି ପାକିସ୍ତାନୀ ଅଛନ୍ତି ବୋଲି ଇରାନର ଗୁଇନ୍ଦା ସଂସ୍ଥା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ପାକିସ୍ତାନୀ ଛାତ୍ରଙ୍କୁ ହତ୍ୟା, ଭାରତୀୟଙ୍କୁ ଘରୁ ନ ବାହାରିବାକୁ ଦିଆଗଲା ପରାମର୍ଶ

ବିଶେକ,୧୮।୫: ମଧ୍ୟ ଏସୀୟ ଦେଶ କିର୍ଗିସ୍ଥାନରେ ମେଡିକାଲ ପଢିବାକୁ ଯାଇଥିବା ଭାରତୀୟ ଏବଂ ପାକିସ୍ତାନୀ ଛାତ୍ରଙ୍କ ଜୀବନ ବିପଦରେ। କିର୍ଗଜସ୍ଥାନରୁ ଖବର ଆସିଛି ଯେ ସେଠାରେ...

ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି

ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ...

ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା...

ଶେଷରେ ବଦଳିଲା ଟୁଇଟରର ଡୋମେନ ନେମ, ଏବେ x.comରେ ଖୋଲିବ ସୋସିଆଲ ମିଡିଆ ପ୍ଲାଟଫର୍ମ

ଓ୍ବାଶିଂଟନ,୧୭।୫: ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଟୁଇଟର ଡଟ କମ ଖୋଲୁଥିଲା, କିନ୍ତୁ ଅପରାହ୍ନରେ ଏହା ସ୍ବୟଂଚାଳିତ ଭାବରେ x.com ହୋଇଗଲା। ଏହିପରି,୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା...

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ...

ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ

କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ...

ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ

ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri