ସଫଳ କ୍ଷେପଣାସ୍ତ୍ର ପରୀକ୍ଷା କଲା ଇରାନ

ତେହରାନ,୨୫ା୫: ଇରାନ ଗୁରୁବାର ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଏହି ପରୀକ୍ଷା ଇସ୍ରାଏଲ ଏବଂ ଆମେରିକାକୁ ଚେତାବନୀ ଦେବାକୁ କରାଯାଇଛି। ପରୀକ୍ଷଣ ସହିତ ଇରାନ କହିଛି ଯେ, ଏହା ଶତ୍ରୁମାନଙ୍କର କୌଣସି କାର୍ଯ୍ୟକଳାପକୁ ବରଦାସ୍ତ କରିବ ନାହିଁ। ଇରାନର ଖେର୍ସମସହର-୪  କ୍ଷେପଣାସ୍ତ୍ର ସାଉଦି ଆରବରୁ ଇସ୍ରାଏଲ ଏବଂ ମଧ୍ୟ ପୂର୍ବ ଅଞ୍ଚଳ ପର୍ଯ୍ୟନ୍ତ ଆମେରିକାର ଟାର୍ଗେଟ୍‌କୁ ନଷ୍ଟ କରିପାରେ। ଏହି କ୍ଷେପଣାସ୍ତ୍ରର ଓଜନ ୧୫୦୦ କିଲୋଗ୍ରାମ। ଏହା ୨୦୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ। ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିବା ଅଧିକାରୀମାନେ ମଧ୍ୟ ଏହାର ଫୁଟେଜ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଚାଇନା ଆକ୍ରୋଶ

ବେଜିଂ/ତାଇପେଇ, ୯ା୮: ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସିଙ୍କ ତାଇଓ୍ବାନ ଗସ୍ତକୁ ନେଇ ଚାଇନାର ଆକ୍ରମଣାତ୍ମକ ଆଭିମୁଖ୍ୟ ଜାରି ରହିଛି। ଏହି ଦ୍ୱୀପରାଷ୍ଟ୍ର ସୀମା ନିକଟରେ...

ଆମେରିକାରେ ଝଡ଼ବାତ୍ୟା: ୩୫ ମୃତ

ସାନ୍‌ ସାଲ୍‌ଭାଡର, ୨୦ା୧୧:କେନ୍ଦ୍ରୀୟ ଆମେରିକାରେ ଝଡ଼ବାତ୍ୟା ଯୋଗୁ ୩୫ ଜଣଙ୍କ ପ୍ରାଣହାନି ଘଟିଛି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ନିକାରଗୁଆରେ। ଏଠାରେ ୧୮ ଜଣଙ୍କ ମୃତ୍ୟୁ...

ପାକିସ୍ତାନରେ ବଡ଼ ବିସ୍ଫୋରଣ

ଇସଲାମାବାଦ୍‌,୧୩।୫: ପାକିସ୍ତାନର କରାଚିରେ ଗୁରୁବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବୋମା ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆହତଙ୍କ ସଂଖ୍ୟା ୧୩ରୁ...

ନ୍ୟୁୟର୍କ ପୋଲିସରେ କ୍ୟାପଟେନ ହେଲେ ଭାରତୀୟ ମୂଳ ବାସିନ୍ଦା ପ୍ରତିମା

ନ୍ୟୁୟର୍କ,୧୮।୫: ଭାରତୀୟ ମୂଳ ବାସିନ୍ଦା ଜଣେ ପୋଲିସ ଅଧିକାରୀ ପ୍ରତିମା ଭୁଲ୍ଲର ମାଲଡୋନାଡୋଙ୍କୁ ନ୍ୟୁୟର୍କ ପୋଲିସରେ କ୍ୟାପଟେନ ପଦରେ ନିଯୁକ୍ତ କରାଯାଇଛି। ମାଲଡୋନାଡୋ ଦକ୍ଷିଣ ଏସୀୟ...

ପାକିସ୍ତାନରେ ମହଙ୍ଗା ମାଡ, ଗ୍ୟାସ ୧୦ ହଜାର ତ ଅଟା କିଲୋ ୧୫୦ ଟଙ୍କା

ଇସଲାମାବାଦ,୬ ।୧: ପାକିସ୍ତାନ ମହଙ୍ଗା ମାଡରେ ବେଳକୁ ବେଳ ଅସହ୍ୟ ହେଲାଣି ସାଧାରଣ ଜୀବନ । ସାଧାରଣ ଜିନିଷ ଏବେ ଜନତାଙ୍କ ନିକଟରେ ପହଞ୍ଚିବା ବି...

ଚାଇନାରେ ଜନ୍ମ ହାର ୪୩ ବର୍ଷ ମଧ୍ୟରେ ସର୍ବନିମ୍ନ…

ବେଜିଂ,୨୪।୧୧: ଚାଇନାରେ ଗତ ୪୩ ବର୍ଷ ମଧ୍ୟରେ ୧୯୭୮ ପରଠାରୁ ଜନ୍ମ ହାର ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଯେତେବେଳେ ଚାଇନା ସରକାର ଜନସଂଖ୍ୟା ସଙ୍କଟ...

ବଳାତ୍କାରୀଙ୍କୁ ଦିଆଯିବ ନପୁଂସକ ଇଞ୍ଜେକଶନ

ମଣ୍ଟଗୋମେରୀ,୧୨।୬: ବଳାତ୍କାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଦାବିକୁ ଆଖି ଆଗରେ ରଖି ଗୋଟିଏ ରାଜ୍ୟ ଦୋଷୀଙ୍କୁ ନପୁଂସକ କରିବା ପାଇଁ ଏକ କେମିକାଲର ବ୍ୟବହାର କରିବାକୁ...

ଶାସକ ଦଳରୁ ଓଲି ବିଦା

କାଠମାଣ୍ଡୁ, ୨୫ା୧: ନେପାଳ ରାଜନୀତି ସଙ୍କଟ ଦେଇ ଗତି କରୁଥିବାବେଳେ ଏବେ ପୁଣି ସୃଷ୍ଟି ହୋଇଛି ହଇଚଇ। କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲିଙ୍କୁ...

Advertisement
Archives

Model This Week