ଯୁଦ୍ଧ ବଢିଲେ ଏଥିରେ ଆମେରିକା ମଧ୍ୟ ଜଳିବ-ଇରାନ, କଡ଼ା ଜବାବ ଦେଲା ଆମେରିକା

ନୂଆଦିଲ୍ଲୀ,୨୮/୧୦: ମଧ୍ୟପ୍ରାଚ୍ୟରେ ଇସ୍ରାଏଲ ଭିତରେ ପଶି ପାଲେଷ୍ଟାଇନ ଆତଙ୍କୀ ସଂଗଠନ ହମାସ ଆକ୍ରମଣ କରିବା ପରେ ଇସ୍ରାଏଲ ସୈନ୍ୟ ପକ୍ଷରୁ ଗାଜା ପଟି ଏବଂ ଲେବନାନ ଆତଙ୍କୀ ସଂଗଠନ ଉପରେ ବୋମାମାଡ଼ ତୃତୀୟ ବିଶ୍ୱଯୁଦ୍ଧକୁ ନିମନ୍ତ୍ରଣ କରୁଛି। ଏହାର କାରଣ ହେଉଛି କି ଦୁଇ ପକ୍ଷ ସହିତ ଲଢ଼ୁଥିବା ଇସ୍ରାଏଲକୁ ଇରାନ ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ଚେତାବନୀ ଦେଇ ଆସୁଥିଲା, କିନ୍ତୁ ଏବେ ଇରାନ ସିଧା ସଳଖ ଯୁଦ୍ଧଭୂମିରେ ଓହ୍ଲାଇବାକୁ ଧମକ ଦେଇଛି।

ଇରାନ ବିଦେଶ ମନ୍ତ୍ରୀ ହୁସେନ ଅମୀର ଅବଦୁଲ୍ଲାହୀୟନ ସିଧା ସିଧା ଧମକ ଦେଇ କହିଛନ୍ତି, ଯଦି ଇସ୍ରାଏଲ ଗାଜା ଉପରେ ଯୁଦ୍ଧ ଅପରାଧ ବନ୍ଦ ନ କରେ ତେବେ ଏହାକୁ ଅନେକ ମୋର୍ଚ୍ଚା ସହିତ ଯୁଦ୍ଧ ଲଢ଼ିବାକୁ ପଡିପାରେ।

ଅନ୍ୟପଟେ ଇସ୍ରାଏଲର ଢାଲ ହୋଇ ଛିଡ଼ା ହୋଇଥିବା ଆମେରିକାକୁ ମଧ୍ୟ ଯୁଦ୍ଧର ନିଆଁରେ ଜଳିବାକୁ ଧମକ ଦେଇଛି ଇରାନ। ଏହାରି ମଧ୍ୟରେ ଆମେରିକା ସୈନ୍ୟଙ୍କ ଉପସ୍ଥିତି ଆରବ ସାଗରରେ ବଢ଼େଇ ଦେଇଛି। ଏହାର ଜବାବରେ ଆମେରିକା କହିଛି ଇରାନ ସହିତ ସେ ଯୁଦ୍ଧ ଚାହୁନାହି, କିନ୍ତୁ ଇସ୍ରାଏଲ ସୀମାବର୍ତୀ ଅଞ୍ଚଳରେ ମୁତୟନ ହୋଇଥିବା ଆମେରିକାର ବିମାନ ଏବଂ ସୈନ୍ୟ ଜାହାଜକୁ ଦେଖି ଇରାନ ସଙ୍କେତ ବୁଝିଯିବା କଥା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri