ଇରାନୀ ଫିଲ୍ମ ନିର୍ମାତା ଜଫର ପନାହିଙ୍କୁ ମିଳିଲା ଜାମିନ

ତେହେରାନ,୪ ।୨: ଇରାନର ପ୍ରସିଦ୍ଧ ଫିଲ୍ମ ନିର୍ମାତାଙ୍କ ମଧ୍ୟରୁ ଜଣେ ଜଫର ପନାହି ତେହେରାନର ଇଭିନ ଜେଲରେ ବନ୍ଦୀ ହେବାକୁ ବିରୋଧ କରି ସରକାରଙ୍କ ବିରୋଧରେ ଭୋକ ଓପାସରେ ବସିଥିଲେ । ଏହାର ଠିକ୍ ଦୁଇଦିନ ପରେ ତାଙ୍କୁ ଜେଲରୁ ଜାମିନ ପ୍ରଦାନ କରାଯାଇ ମୁକୁଳାଇ ଦିଆଯାଇଛି । ଜାଫରଙ୍କ ପତ୍ନୀ ତହରେହ ସଇଦି ଏହି ସୂଚନା ଇନଷ୍ଟାଗ୍ରାମ ମାଧ୍ୟମରେ ଦେଇଛନ୍ତି ।
ଫିଲ୍ମ ନିର୍ମାତା ପନାହିଙ୍କୁ ଗତବର୍ଷ ଜୁଲାଇରେ ଗିରଫ କରାଯାଇଥିଲା ଓ ପରେ ସରକାରଙ୍କ ବିରୋଧରେ ପ୍ରଚାର କରିବା ଅଭିଯୋଗରେ ୬ ବର୍ଷର ଜେଲ ଦଣ୍ଡ ନିର୍ଦ୍ଦେଶ ଦିଆଯାଇଥିଲା, ଯାହା ୨୦୧୧ର ସଜା ଥିଲା ଓ ଏହା କେବେ ଲାଗୁ କରାଯାଇ ନ ଥିଲା । ସରକାରଙ୍କ ବିରୋଧରେ ଉପବାସରେ ଅନଶନରେ ବସିବା ଖବର ଆସିବା ପରେ ଜେଲ ପ୍ରଶାସନ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ

ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri