ଇରାନ, ଭେନେଜୁଏଲା ତେଲ ଭାରତକୁ ଆସିପାରେ

ନୂଆଦିଲ୍ଲୀ: ଭାରତ ଏହାର ଅଶୋଧିତ ତେଲ ଆମଦାନୀ କୌଶଳରେ ପରିବର୍ତ୍ତନ ଆଣିପାରେ। ଇରାନ ଏବଂ ଭେନେଜୁଏଲା ଭଳି ଦେଶଗୁଡିକରୁ ପୁଣି ଥରେ ତେଲ ଭାରତକୁ ଆସିପାରେ ବୋଲି ଚର୍ଚ୍ଚା ଜୋର ଧରିଛି। ଜୋଶେଫ ବାଇଡେନ ଆମେରିକା ରାଷ୍ଟ୍ରପତି ହେବା ପରେ ଏ ନେଇ ପୁଣି ଥରେ ନୂଆ ଆଶା ସଞ୍ଚାର ହୋଇଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏକ ତୈଳ ଆମଦାନୀକାରୀ ରାଷ୍ଟ୍ର ଭାବେ କିଭଳି ଅଧିକ ସ୍ଥାନରୁ ତେଲ ଭାରତକୁ ଆସିପାରିବ ସେ ନେଇ ଚିନ୍ତା କରାଯିବାର ଆବଶ୍ୟକତା ରହିଛି। ଏହାକୁ ଦେଖିଲେ ଭାରତ ଅଧିକ ବିକଳ୍ପକୁ ବିଚାର କରିବ ବୋଲି ପ୍ରଧାନ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢିବ ପେଟ୍ରୋଲ-ଡିଜେଲ ଦର? ଇରାନ-ଇସ୍ରାଏଲ ବିବାଦ ଯୋଗୁ ଅଶୋଧିତ ତୈଳ ଦର ବୃଦ୍ଧି, ଆଶଙ୍କାରେ ବିଶ୍ୱବାସୀ

ତେହରାନ,୮।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନୂତନ ସଂଘର୍ଷ ଯୋଗୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇପାରେ। ଇସ୍ରାଏଲ ଇରାନ ବିରୁଦ୍ଧରେ ପ୍ରତିଶୋଧମୂଳକ…

CNG ଠାରୁ ବି ଶସ୍ତା ହେଲା ପେଟ୍ରୋଲ! ଦିଲ୍ଲୀରେ ଲିଟର ପ୍ରତି ମାତ୍ର ୮୨ଟଙ୍କାରେ ମିଳିଲା…

ନୂଆଦିଲ୍ଲୀ,୭।୬: ପଶ୍ଚିମ ଏସିଆ (ମିଡିଲ ଇଷ୍ଟ)ରେ ଜାରି ରହିଥିବା ଯୁଦ୍ଧ ଏବଂ ଆକାଶଛୁଆଁ ତେଲ ଦର ମଧ୍ୟରେ ଦିଲ୍ଲୀର ଗାଡ଼ି ଚାଳକଙ୍କ ପାଇଁ ଏକ ବେଶ ଆଶ୍ୱସ୍ତିକର…

୯୪୨ ଟଙ୍କା ପାର୍‌ ହେଲା ଘରୋଇ ସିଲିଣ୍ଡର, ଏବେ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ କେତେ ଟଙ୍କା ସବସିଡି ପଠାଇବେ ସରକାର?

ନୂଆଦିଲ୍‌ଲୀ,୭।୬: ଘରୋଇ ଏଲପିଜି (LPG) ମୂଲ୍ୟରେ ପରିବର୍ତ୍ତନ କରାଯାଇଛି ଏବଂ ନୂଆ ଦର ରବିବାର, ୭ ଜୁନରୁ ଲାଗୁ ହୋଇଯାଇଛି। ସିଲିଣ୍ଡର ପିଛା ୨୯ ଟଙ୍କାର ସାମ୍ପ୍ରତିକ…

LPG ପରେ ବଢିଲା କି ପେଟ୍ରୋଲ ଦର? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୭।୬: ଦେଶରେ ୩ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଘରୋଇ ଏଲପିଜି (LPG) ସିଲିଣ୍ଡର ମୂଲ୍ୟରେ ବୃଦ୍ଧି କରାଯାଇଛି। ଅନ୍ୟପଟେ, ପେଟ୍ରୋଲ ଏବଂ ଡିଜେଲ ଦରକୁ…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri