ଇରାନ ସଂସଦର ନୂଆ ଆଦେଶ, ହିଜାବ ନ ପିନ୍ଧିଲେ ହେବ ୧୦ ବର୍ଷ ଜେଲ

ଇରାନ,୨୨।୯: ଇରାନର ମହିଳାମାନଙ୍କ ପାଇଁ ନୂଆ ଆଦେଶ। ହିଜାବ ନ ପିନ୍ଧିଲେ ୧୦ ବର୍ଷ ଜେଲ ଦଣ୍ଡ ଭୋଗିବାକୁ ପଡିବ। କେବଳ ଏତିକି ନୁହେଁ, ଏହି ନିୟମ ବର୍ତ୍ତମାନ ପୁରୁଷମାନଙ୍କ ପାଇଁ ମଧ୍ୟ ପ୍ରଯୁଜ୍ୟ ହେବ। ଯେଉଁ ପୁରୁଷମାନେ ବିନା ହିଜାବରେ ମହିଳାମାନଙ୍କୁ ସାମଗ୍ରୀ ବିକ୍ରି କଲେ ସେମାନଙ୍କୁ ମଧ୍ୟ କଠୋର ଦଣ୍ଡ ଦିଆଯିବ। ଇରାନର ସଂସଦ ଏକ ବିଲ ପାସ କରିଛି। ଯେଉଁଥିରେ ସର୍ବସାଧାରଣରେ ହିଜାବ ପିନ୍ଧିବାକୁ ମନା କରୁଥିବା ମହିଳା ଏବଂ ସେମାନଙ୍କୁ ସମର୍ଥନ କରୁଥିବା ମହିଳାଙ୍କ ଉପରେ ଜରିମାନା ଲାଗୁ କରାଯିବ। ଇରାନର ୨୯୦ ସଦସ୍ୟ ବିଶିଷ୍ଟ ସଂସଦରେ ୧୫୨ ସାଂସଦ ଏହାକୁ ସମର୍ଥନ କରିଛନ୍ତି।

ପ୍ରସ୍ତାବିତ ଆଇନରେ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି କରାଯାଇଛି। ଏଥି ସହିତ ଯେଉଁମାନେ ନିୟମ ଉଲ୍ଲଂଘନ କରିବେ ସେମାନଙ୍କ ପାଇଁ ୩ ଲକ୍ଷରୁ ୬ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ବ୍ୟବସ୍ଥା ରହିଛି। କୌଣସି ଗଣମାଧ୍ୟମ କିମ୍ବା ଏନଜିଓ ହିଜାବକୁ ପରିହାସ କରୁଥିବା ଉପରେ ଜରିମାନା ଏବଂ ଜେଲଦଣ୍ଡ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri