Posted inଖେଳ

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି କରାଯାଇଥିବା ଅନୁରୋଧକୁ ଫିଫା ଆନୁଷ୍ଠାନିକ ଭାବେ ମଞ୍ଜୁରୀ ପ୍ରଦାନ କରିଛି।

ଏଥିଯୋଗୁ ଇରାନ ଆମେରିକାର ଆରିଜୋନା ବଦଳରେ ମେକ୍ସିକୋର ତିଜୁଆନାଠାରେ ଟ୍ରେନିଂ କ୍ୟାମ୍ପ କରିବ। ଆମେରିକାରେ ଟ୍ରାଭେଲ କଟକଣା ଓ ଭିଜା ସମ୍ପର୍କିତ ସମସ୍ୟାକୁ ନେଇ ଇରାନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଥିଲା।

ଫିଫାର ଏହି ନିଷ୍ପତ୍ତି ସମ୍ପର୍କରେ ଫୁଟବଲ ଫେଡେରେଶନ ଇସ୍ଲାମିକ ରିପବ୍ଲିକ ଅଫ୍‌ ଇରାନ (ଏଫ୍‌ଏଫ୍‌ଆଇଆର୍‌ଆଇ) ସଭାପତି ମେହଦି ତାଜ କହିଛନ୍ତି। ତିଜୁଆନାଠାରେ କ୍ୟାମ୍ପ କରିବା ଦ୍ୱାରା ଦଳୀୟ ଖେଳାଳିଙ୍କ ଟ୍ରାଭେଲ ବ୍ୟବସ୍ଥା ସରଳ ହୋଇପାରିବ ଏବଂ ଇରାନ ଏଆର ଦ୍ୱାରା ପରିଚାଳତ ଫ୍ଲାଇଟ୍‌ର ଫାଇଦା ମଧ୍ୟ ନେଇପାରିବ। ତିଜୁଆନା ଆମେରିକା ସୀମାନ୍ତ ସାନ ଡିଏଗୋ ସହର ନିକଟତର ହୋଇଥିବାରୁ ଇରାନ ଦଳ ମାତ୍ର ଏକ ଘଣ୍ଟ ମଧ୍ୟରେ ଗ୍ରୁପ ମ୍ୟାଚ୍‌ ପାଇଁ ଲସଏଞ୍ଜେଲ୍ସ ପହଞ୍ଚିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ

ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି।…

ରାଜଧାନୀରେ ମାତିଲେଣି ଲୁଟେରା, ଘରେ ପଶି ନେଇଗଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୪।୭: ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା।…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri