ଇରାନର ଆଣବିକ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଛି: ପେଣ୍ଟାଗନ ମୁଖ୍ୟ

ଓ୍ବାଶିଂଟନ,୨୩ା୬: ଇରାନର ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକାର ଆକ୍ରମଣ ଯୋଗୁ ଏହାର ଆଣବିକ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଥିବା ପେଣ୍ଟାଗନ ମୁଖ୍ୟ ତଥା ଆମେରିକା ପ୍ରତିରକ୍ଷା ସଚିବ ପେଟେ ହେଗ୍‌ସେଠ୍‌ କହିଛନ୍ତି। ଆମ କମାଣ୍ଡର-ଇନ୍‌-ଚିଫ୍‌ (ଟ୍ରମ୍ପ୍‌)ଙ୍କ ଠାରୁ ନିର୍ଦ୍ଦେଶ ପାଇବା ପରେ ଶକ୍ତିଶାଳୀ ଆକ୍ରମଣ କରାଯାଇଥିଲା। ଇରାନର ମୁଖ୍ୟ ଆଣବିକ ସ୍ଥଳଗୁଡ଼ିକ ଉପରେ ସଠିକ୍‌ ଆକ୍ରମଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ କିଛି ମାସ ଲାଗିଥିଲା। ଆକ୍ରମଣରେ କୌଣସି ସାଧାରଣ ଜନତା କିମ୍ବା ଇରାନୀୟ ସୈନ୍ୟଙ୍କୁ ଟାର୍ଗେଟ କରାଯାଇ ନ ଥିଲା। ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ଯୋଜନା ଦୁଃସାହସିକ ଏବଂ ଚମତ୍କାର ଥିଲା, ଯାହା ଆମେରିକାର ପ୍ରତିହତ କ୍ଷମତା ଫେରିଥିବା ବିଶ୍ୱକୁ ଦେଖାଇଦେଇଛି। ଆମ ରାଷ୍ଟ୍ରପତି କହିବା ବେଳେ ସାରା ବିଶ୍ୱ ଶୁଣିବା ଆବଶ୍ୟକ ବୋଲି ହେଗ୍‌ସେଠ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri