ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ କାର୍ଯ୍ୟାଳୟ ସୂଚନା ଦେଇଛି।

ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ, ଇରାନ ରାଷ୍ଟ୍ରପତିଙ୍କ ସହ ତାଙ୍କ ସ୍ତ୍ରୀ ଏବଂ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଅଛନ୍ତି। ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଆଗମନ ସମୟରେ ତାଙ୍କ ଦଳରେ ବୈଦେଶିକ ମନ୍ତ୍ରୀ, ଅନ୍ୟ କ୍ୟାବିନେଟ୍‌ ସଦସ୍ୟ ଏବଂ ବରିଷ୍ଠ ଅଧିକାରୀ ମଧ୍ୟ ଅଛନ୍ତି। ବୁଧବାର ପର୍ଯ୍ୟନ୍ତ ଏହି ଗସ୍ତ ଜାରି ରହିବ ବୋଲି ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟ କହିଛି। ଏହି ଗସ୍ତ ସମୟରେ ଦୁଇ ମୁସଲମାନ ପଡ଼ୋଶୀ ଚଳିତ ବର୍ଷ ଅଦୃଶ୍ୟ ସାମରିକ ଆକ୍ରମଣ ପରେ ସମ୍ପର୍କକୁ ସୁଦୃଢ଼ କରିବାକୁ ଚେଷ୍ଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri