ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଲାଗି ପ୍ରୟାସ ଚଳାଇଛି। ଏଭଳି ସମୟରେ ଜଣେ ଆମେରିକୀୟ ମହିଳା xରେ ଲୋକଙ୍କ ଉଦ୍ଦେଶ୍ୟରେ ପୋଷ୍ଟ କରିଛନ୍ତି, ଏଫ୍‌-୧୫ର ୨ ପାଇଲଟ୍‌ଙ୍କ ପାଇଁ ପ୍ରାର୍ଥନା କରନ୍ତୁ। ତାଙ୍କ ପୁଅ ମଧ୍ୟ ଜଣେ ପାଇଲଟ୍‌, ଯାହାଙ୍କ ସହ ଶୁକ୍ରବାର ପରଠୁ ଯୋଗାଯୋଗ ହୋଇପାରି ନାହିଁ। ଏହାକୁ ନେଇ ସେ ଚିନ୍ତିତ ହୋଇପଡ଼ିଛନ୍ତି। ତେଣୁ ସମସ୍ତ ପାଇଲଟ୍‌ ଓ ସେମାନଙ୍କ ପରିବାରର ସୁରକ୍ଷା ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବାକୁ ସେ ନିବେଦନ କରିଛନ୍ତି। ପାକିସ୍ତାନସ୍ଥିତ ଇରାନୀୟ ଦୂତାବାସ ଉଲ୍ଲେଖ କରିଛି, ଆପଣଙ୍କ ପୁଅ ଇରାନରେ ଅଧିକ ସୁରକ୍ଷିତ ବୋଲି ନିଶ୍ଚିତ ରୁହନ୍ତୁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri