ଇରାନ କ୍ରୀଡା ମନ୍ତ୍ରୀଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହରାନ,୨୩।୨: ଇରାନ କ୍ରୀଡା ମନ୍ତ୍ରୀ ହମିଦ ସଜ୍ଜାଦିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ଇରାନର ଅଫିସିଆଲ ନ୍ୟୁଜ ଏଜେନ୍ସି ଆଇଆରଏନ୍‌ଏ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର କିର୍ମନ ପ୍ରଦେଶର ବାଫ୍ଟ ସହରର ଏକ ସ୍ପୋର୍ଟସ କମ୍ପ୍ଲେକ୍ସରେ ଅବତରଣ କରିବା ସମୟରେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ମନ୍ତ୍ରୀ ସଜ୍ଜାଦିଙ୍କ ଦେହରେ ସାମାନ୍ୟ ଆଘାତ ଲାଗିଥିବାରୁ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?