ଆମେରିକା-ଇସ୍ରାଏଲୀ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଖାମେନେଇଙ୍କ ପରଲୋକ

ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଆମେରିକୀୟ ସୂତ୍ର ଅନୁଯାୟୀ, ଖାମେନେଇ ସୁରକ୍ଷା ପରିଷଦ ପରାମର୍ଶଦାତା ଅଲି ଶାମଖାନି ଏବଂ ଇସଲାମିକ୍ ରିଭୋଲ୍ୟୁସନରୀ ଗାର୍ଡ ମୁଖ୍ୟ ମହମ୍ମଦ ପାକପୁରଙ୍କ ସହ ସାକ୍ଷାତ କରୁଥିଲେ ସେତେବେଳେ ଇସ୍ରାଏଲ ଆକ୍ରମଣ କରିଥିଲା।

ଇସ୍ରାଏଲ ଏବଂ ଆମେରିକା ବାରମ୍ବାର ଖାମେନେଇ ଏବଂ ଅଲି ଶାମଖାନିଙ୍କୁ ଫଲୋ କରୁଥିଲେ। ଶନିବାର ଯେତେବେଳେ ଶାମଖାନି ଖାମେନେଇଙ୍କୁ ଭେଟିବାକୁ ଯାଇଥିଲେ, ଦୁଇ ଦେଶ ମିଳିତ ଭାବରେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୮୬ ବର୍ଷୀୟ ସର୍ବୋଚ୍ଚ ନେତାଙ୍କ ମୃତ୍ୟୁ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ…

ଦୁବାଇରେ ଫସିଛନ୍ତି ପିଭି ସିନ୍ଧୁ: ଏକ୍ସରେ ପୋଷ୍ଟ କରି  କହିଲେ…

ଦୁବାଇ,୩।୧: ତେହେରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ  କରିଥିଲେ। ପରେ ଏହାର  ଜବାବ ଇରାନ ମଧ୍ୟ ଦେଇଛି । ଇରାନ ଦୁବାଇର ବିଳାସପୂର୍ଣ୍ଣ ହୋଟେଲ,…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ରାଜ୍ୟ ସଭା: କମନ୍‌ ପ୍ରାର୍ଥୀ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri