ବିବାହ ସମାରୋହରେ ଭୟଙ୍କର ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ୧୦୦ ମୃତ

ବାଗଦାଦ,୨୭।୯: ଉତ୍ତର ଇରାକର ନେବେହ ପ୍ରଦେଶର ଅଲ-ହମଦାନିଆ ଜିଲାରେ ମଙ୍ଗଳବାର ଏକ ବିବାହ ସମାରୋହରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ୧୦୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫୦ ଜଣ ଆହତ ହୋଇଛନ୍ତି। ରାଜଧାନୀ ବାଗଦାଦର ଉତ୍ତର-ପଶ୍ଚିମରେ ପ୍ରାୟ ୩୩୫ କିଲୋମିଟର (୨୦୫ ମାଇଲ) ମୋସୁଲର ଅଳ୍ପ ଦୂରରେ ନେବେହ ପ୍ରଦେଶ ଅବସ୍ଥିତ। ଇରାକ ନ୍ୟୁଜ ଏଜେନ୍ସି ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ି ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ବର ଏବଂ କନ୍ୟା ଥିବା ବୋଲି କୁହାଯାଉଛି। ତେବେ ଅଗ୍ନିକାଣ୍ଡର କାରଣ କ’ଣ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ, କିନ୍ତୁ ପ୍ରାଥମିକ ରିପୋର୍ଟରେ କୁହାଯାଇଛି ଯେ, ବାଣ ଯୋଗୁ ଅଗ୍ନିକାଣ୍ଡ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri