ଗୃହଯୁଦ୍ଧ ମୁହାଁ ଇରାକ୍‌, ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରବେଶ କଲେ ପ୍ରଦର୍ଶନକାରୀ…

ବାଗଦାଦ୍‌, ୩୦।୭ : ଇରାକ୍‌ ଗୃହଯୁଦ୍ଧ ମୁହାଁ ହେବାରେ ଲାଗିଛି। ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରଦର୍ଶନକାରୀ ପ୍ରବେଶ କରିଛନ୍ତି। ଶନିବାର ଏକ ପ୍ରଭାବଶାଳୀ ଶିଆ ଗୋଷ୍ଠୀର ହଜାରେରୁ ଅଧିକସମର୍ଥକ ସଂସଦରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ସେମାନେ ଇରାନ ସମର୍ଥିତ ଗୋଷ୍ଠୀଙ୍କ ଦ୍ୱାରା ସରକାର ଗଠନକୁ ବିରୋଧ କରିଛନ୍ତି।

ଏପରିସ୍ଥଳେ ଇରାନ୍‌ ସମର୍ଥିତ ଶିଆ ରାଜନୈତିକ ଦଳର ମେଣ୍ଟ କୋର୍ଡ଼ିନେଶନ ଫ୍ରେମଓ୍ବାର୍କ ପକ୍ଷରୁ ଏହାର ଜବାବ ଦେବାକୁ ଯାଇ ଅନ୍ୟ ଏକ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଫଳରେ ଦେଶରେ ଗୃହଯୁଦ୍ଧ ଘନେଇବାରେ ଲାଗିଛି।

ସୁରକ୍ଷାକର୍ମୀଙ୍କ ପକ୍ଷରୁ ପ୍ରଦର୍ଶନକାରୀଙ୍କୁ ଘଉଡ଼େଇବା ଲାଗି ଲୁହବୁହା ଗ୍ୟାସର ପ୍ରୟୋଗ କରାଯାଇଥିଲା। ଏହି ଘଟଣାରେ ୧୨୫ ଜଣ ଆହତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆତଙ୍କ ମଧ୍ୟରେ ୧୦୦ ଜଣ ସାଧାରଣ ଲୋକ ଏବଂ ୨୫ ଜଣ ସୁରକ୍ଷାକର୍ମୀ ଅଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ପୂର୍ବରୁ ଗତ ବୁଧବାର ମଧ୍ୟ ପ୍ରଦର୍ଶନକାରୀ ସଂସଦରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?