ଗଞ୍ଜାମ ଜିଲା ପ୍ରଶାସନ ସହ ଏମ୍‌ଓୟୁ ସ୍ବାକ୍ଷର କଲା ଆଇଆର୍‌ଇଏଲ୍‌

ଛତ୍ରପୁର,୧୪ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ମିଠା ହେବ ସମୁଦ୍ର ପାଣି। ଏହି ପ୍ରକଳ୍ପ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ସହ ଶୁକ୍ରବାର ଆଇଆର୍‌ଇଏଲ୍‌ର ଏମ୍‌ଓୟୁ ସ୍ବାକ୍ଷର ହୋଇଛି। ଏହାଦ୍ୱାରା ସମୁଦ୍ରର ପାଣିକୁ ମଧୁର ଜଳ ଭାବେ ଗଞ୍ଜାମବାସୀ ବ୍ୟବହାର କରିବେ। ଏହି ଏମ୍‌ଓୟୁ ସ୍ବାକ୍ଷର ବେଳେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ଆଇଆର୍‌ଇଏଲ୍‌ କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ। ପ୍ରଥମ ପର୍ଯ୍ୟାୟରେ ଦୁଇଟି ଗାଁ ଆର୍ଯ୍ୟପଲ୍ଲୀ ଓ ମାଟିଖାଲକୁ ପାଣି ଯୋଗାଇ ଦିଆଯିବ। ଆଇଆର୍‌ଇଏଲ୍‌ ପ୍ଲାଣ୍ଟ ପରିସର ମଧ୍ୟରେ ଏହି ପ୍ରୋଜେକ୍ଟ ହେବ। ଏହାର କାମ ଗୋଟିଏ ବର୍ଷ ମଧ୍ୟରେ ସରିବ। ଏହି ପ୍ରୋଜେକ୍ଟ ଦ୍ୱାରା ପାନୀୟ ଜଳ ସଙ୍କଟକୁ ଦୂର କରିବ ବୋଲି କୁହାଯାଇଛି ବହୁତ ଶୀଘ୍ର ସରିବ ଟେଣ୍ଡର ପ୍ରକ୍ରିୟା ଏବଂ ପ୍ରୋଜେକ୍ଟ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri