Posted inଖେଳ

ଟି୨୦ ବିଶ୍ୱକପ୍‌ ଖେଳିବା ଲାଗି ଯୋଗ୍ୟତା ହାସଲ କଲା ଆୟର୍ଲାଣ୍ଡ

ଏଡିନ୍‌ବର୍ଗ,୨୭ା୭: ଜର୍ମାନୀ ବିପକ୍ଷ ମ୍ୟାଚ ବର୍ଷା ଯୋଗୁ ସମ୍ଭବ ନ ହେବାରୁ ଆଇସିସି ଟି୨୦ ବିଶ୍ୱକପ୍‌ ୨୦୨୪ ପାଇଁ ଆୟର୍ଲାଣ୍ଡ ଯୋଗ୍ୟତା ହାସଲ କରିଛି।

ୟୁରୋପିଆନ କ୍ୱାଲିଫାୟର୍ସର ଶ୍ରେଷ୍ଠ ୨ ଦଳ ମୁଖ୍ୟ ରାଉଣ୍ଡକୁ ଉନ୍ନୀତ ହେବେ। ଆୟର୍ଲାଣ୍ଡ ବର୍ତ୍ତମାନ ଦ୍ୱିତୀୟ ସ୍ଥାନରେ ଅଛି। ଦଳ ଏହାର ଅନ୍ତିମ ମ୍ୟାଚ ସ୍କଟଲାଣ୍ଡ ବିପକ୍ଷରେ ଖେଳିବ। ଆୟର୍ଲାଣ୍ଡ ଖେଳିଥିବା ୫ଟି ମ୍ୟାଚରୁ ୪ଟିରେ ବିଜୟ ହାସଲ କରିଥିବା ବେଳେ ଗୋଟିଏ ଡ୍ର ରଖିଛି।

ଦଳ ଶୁକ୍ରବାର ସ୍କଟଲାଣ୍ଡରୁ ଜିତେ ତେବେ ଟେବୁଲ ଶୀର୍ଷରେ ରହିବ। ଆୟର୍ଲାଣ୍ଡ ଅଧିନାୟକ ପଲ୍‌ ଷ୍ଟିର୍ଲିଂ କହିଛନ୍ତି, ସ୍କଟଲାଣ୍ଡକୁ ହରାଇ ଟେବୁଲ ଶୀର୍ଷରେ ରହିବା ପରେ ଯାଇ ବିଶ୍ୱକପ୍‌ ଯୋଗ୍ୟତା ହାସଲ ଉତ୍ସବ ମନାଇବେ। ଆସନ୍ତା ମାସରେ ଆମେ ଏକ ଟି୨୦ ସିରିଜ ଖେଳିବା ଲାଗି ଭାରତ ଗସ୍ତରେ ଯିବୁ। ସେଠାରେ ଭଲ ପ୍ରଦର୍ଶନ ଜାରି ରଖିବା ଲାଗି ଆମେ ଚେଷ୍ଟା କରିବୁ। ଓ୍ବେଷ୍ଟଇଣ୍ଡିଜ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ଆଇସିସି ଟି୨୦ ବିଶ୍ୱକପ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri