Posted inଖେଳ

ଦୁଇ ମ୍ୟାଚ୍‌ର ଟିକେଟ ଶେଷ

ଡବ୍‌ଲିନ୍‌,୧୭ା୮: ଆୟର୍ଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ଦୁଇଟି ମ୍ୟାଚ୍‌ର ଟିକେଟ ବିକ୍ରି ଶେଷ ହୋଇଯାଇଛି। ଡବଲିନ୍‌ର ଦ ଭିଲେଜ୍‌ସ୍ଥିତ ମାଲହିଡେ କ୍ରିକେଟ ଗ୍ରାଉଣ୍ଡରେ ଭାରତ-ଆୟର୍ଲାଣ୍ଡ ମ୍ୟାଚ୍‌ ଖେଳାଯିବ। ପ୍ରଥମ ଦୁଇ ମ୍ୟାଚର ଟିକେଟ ବିକ୍ରି ଶେଷ ହୋଇଥିବା ବେଳେ କ୍ରିକେଟ ଆୟର୍ଲାଣ୍ଡ ପକ୍ଷରୁ ଓ୍ବେବ୍‌ ସାଇଟରେ ଉଲ୍ଲେଖ କରାଯାଇଛି। ୧୧୫୦୦ ଦର୍ଶକ କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମରେ ଭାରତ ୨୦୧୮ ଓ ୨୦୨୨ରେ ମ୍ୟାଚ୍‌ ଖେଳିଛି।

ସିରିଜ୍‌ରେ ଜସପ୍ରୀତ ବୁମ୍ରା ଭାରତୀୟ ଦଳର ନେତୃତ୍ୱ ନେବେ। ଅଗଷ୍ଟ ୧୮ରୁ ୨୩ ପର୍ଯ୍ୟନ୍ତ ଡବଲିନ୍‌ର ଦ ଭିଲେଜ୍‌ସ୍ଥିତ ମାଲହିଡେ କ୍ରିକେଟ ଗ୍ରାଉଣ୍ଡରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ…

ମୋଦିଙ୍କୁ ‘ଯାଦୁକର’ କହିଲେ ରାହୁଲ: ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୧୮ା୪: ଯାଦୁକରଙ୍କ ଟ୍ରିକ୍‌ (କୌଶଳ) ଆଉ ପୂର୍ବଭଳି କାମ କରୁନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଲୋକ…

ବେଆଇନ ଚାଲାଣବେଳେ ମହୁଲ ବୋଝେଇ ପିକ୍‌ଅପ୍‌ ଜବତ: ଚାଳକ ଅଟକ

ଦେବଗଡ,୧୮ା୪(ଶଶାଙ୍କ ଶେଖର ଝାଙ୍କର): ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ ବେଆଇନ ମହୁଲ ଚାଲାଣବେଳେ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଜବତ କରାଯିବା ସହ ଚାଳକଙ୍କୁ ଅଟକ ରଖାଯାଇଛି…

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri