Posted inଖେଳ

ଘରେ ତ୍ରିରଙ୍ଗା ଉଡାଇଲେ ଇରଫାନ୍‌, କହିଲେ ଅଭିଯାନରେ ସାମିଲ ହୁଅ

ନୂଆଦିଲ୍ଲୀ,୧୨।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ମହୋତ୍ସବ ପାଳନ କରୁଛି ଭାରତ। ଏହି ଅବସରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନ ଆରମ୍ଭ କରାଯାଇଛି, ଯେଉଁଥିରେ ଅଗଷ୍ଟ ୧୩ରୁ ୧୫ ଯାଏ ପ୍ରତିଟି ବ୍ୟକ୍ତି ନିଜ ଘରେ ତ୍ରିରଙ୍ଗା ଉଡାଉଛନ୍ତି। ଅନେକ ସେଲିବ୍ରିଟି ଏହି ଅଭିଯାନରେ ସାମିଲ ହୋଇଥିବା ବେଳେ ଏବେ ଭାରତର ପୂର୍ବତନ କ୍ରିକେଟର ଇରଫାନ୍‌ ପଠାନଙ୍କ ନାମ ଏଥିରେ ଯୋଡ଼ି ହୋଇଛି।

ଇରଫାନ ନିଜର ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଶେୟାର କରି ସମସ୍ତ ଦେଶବାସୀଙ୍କୁ ଏହି ଅଭିଯାନରେ ସାମିଲ ହେବାକୁ ଅପିଲ କରିଛନ୍ତି। ସେ ନିଜେ ମଧ୍ୟ ଘରେ ତ୍ରିରଙ୍ଗା ଲଗାଇଥିବା ଭିଡିଓରେ ଦେଖାଯାଉଛି। କ୍ରିକେଟର କହିଛନ୍ତି, ତ୍ରିରଙ୍ଗା ମୋର ଗର୍ବ, ତ୍ରିରଙ୍ଗା ମୋର ଜୀବନ। ପ୍ରତିଟି ଭାରତୀୟ ହୃଦୟରୁ ଗାଆନ୍ତୁ ‘ତ୍ରିରଙ୍ଗା ମୋର ଅଭିଯାନ। ଆସନ୍ତୁ ସମସ୍ତେ ଏକାଠି ହୋଇ ୧୩ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହେବା। ଘରେ ତ୍ରିରଙ୍ଗା ଉଡାଇବା।

ସୋସିଆଲ ମିଡିଆରେ ଇରଫାନ୍‌ଙ୍କ ଏହି ଭିଡିଓ ବେଶ ଭାଇରାଲ ହେଉଛି। ପ୍ରଶଂସକମାନେ ମଧ୍ୟ ଏହାକୁ ବେଶ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?