Posted inଖେଳ

ଏହି କାରଣରୁ ଇଂଲଣ୍ଡ ବୋଲରଙ୍କୁ ଖେଳିପାରୁନାହାନ୍ତି କୋହଲି; ଇରଫାନ୍‌ ରଖିଲେ ଭିନ୍ନ ମତ

ନୂଆଦିଲ୍ଲୀ,୩୧।୮: ଭାରତୀୟ ଅଧିନାୟକ ବିରାଟ କୋହଲି ଦୀର୍ଘ ଦିନ ଧରି ନିଜ ଫର୍ମକୁ ନେଇ ସଂଘର୍ଷ କରୁଛନ୍ତି। ଏପରିସ୍ଥଳେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ସେ ଆଖିଦୃଶିଆ ପ୍ରଦର୍ଶନ କରିବାରେ ବିଫଳ ହୋଇଛନ୍ତି। ଏଯାବତ ଶେଷ ହୋଇଥିବା ୩ ଟେଷ୍ଟ ମ୍ୟାଚ୍‌ରେ ସେ ହାରାହାରି ୨୪.୮୦ ହାରରେ ୧୨୪ ରନ୍‌ କରିଛନ୍ତି। ସେହିଭଳି ଖେଳିଥିବା ୫ ଇନିଂସରେ ସମାନ ଢ଼ଙ୍ଗରେ ସେ ଆଉଟ୍‌ ହୋଇଛନ୍ତି। ଏହାକୁ ନେଇ ଇଂଲଣ୍ଡର ପୂର୍ବ ଅଧିନାୟକ ନାସିର ହୁସେନଙ୍କଠାରୁ ଆରମ୍ଭ କରି ଅନେକ ଭେଟେରାନ ତଙ୍କେ ବ୍ୟାଟିଂ କୌଶଳକୁ ନେଇ ପ୍ରଶ୍ନ କରୁଛନ୍ତି। ତେବେ ଭାରତର ପୂର୍ବତନ ଅଲରାଉଣ୍ଡର ଇରଫାନ ପଠାନ ଭିନ୍ନ ମତ ରଖିଛନ୍ତି।

ପଠାନ କହିଛନ୍ତି, ଇଂଲଣ୍ଡରେ କୋହଲିଙ୍କ ବିଫଳତାର କାରଣ ବ୍ୟାଟିଂ କୌଶଳ ନୁହେଁ ବରଂ ତାଙ୍କର ଆକ୍ରମଣାତ୍ମକ ଆଚରଣ। ମୋତେ ଲାଗୁଛି ପ୍ରସ୍ତୁତି ପ୍ରଶ୍ନ ନୁହେଁ। ବିରାଟ ସମ୍ମୁଖ ଟିମ୍‌ ଉପରେ ପ୍ରାଧାନ୍ୟ ବିସ୍ତାର କରିବାକୁ ଚାହୁଁଛନ୍ତି। ସେଥିପାଇଁ ସେ ଅଫ୍‌ ଷ୍ଟମ୍ପ ବାହାରେ ବଲ୍‌ ଖେଳିବାକୁ ବାଧ୍ୟ ହେବାକୁ ପଡ଼ୁଛି। ଏହା ଛୋଟ ଜିନିଷ। କୋହଲି ନିଜର ଆକ୍ରମଣାତ୍ମକ ଚିନ୍ତାଧାରା ପାଇଁ ବିରକ୍ତ ହୋଇଯାଉଛନ୍ତି।

କୋହଲିଙ୍କ ଉଇକେଟ ନେବା ଲାଗି ବୋଲରମାନେ ଲଗାତାର ଭାବେ ଅଫ୍‌ ଷ୍ଟମ୍ପରେ ବୋଲିଂ କରୁଛନ୍ତି। ସେମାନେ କୋହଲିଙ୍କ ସଂଯମତାର ପରୀକ୍ଷା କରୁଛନ୍ତି। ଏପରିସ୍ଥିତିରେ କୋହଲି ଯେତେବେଳେ ବଲ୍‌ ଟାମ୍ପରିଂ କରିବାକୁ ଚେଷ୍ଟା କରିଥିଲେ ସେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଏବେ କୋହଲିଙ୍କୁ ଧୌର୍ଯ୍ୟ ଦେଖାଇବାକୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri