Posted inଖେଳ

ଏହି କାରଣରୁ ଇଂଲଣ୍ଡ ବୋଲରଙ୍କୁ ଖେଳିପାରୁନାହାନ୍ତି କୋହଲି; ଇରଫାନ୍‌ ରଖିଲେ ଭିନ୍ନ ମତ

ନୂଆଦିଲ୍ଲୀ,୩୧।୮: ଭାରତୀୟ ଅଧିନାୟକ ବିରାଟ କୋହଲି ଦୀର୍ଘ ଦିନ ଧରି ନିଜ ଫର୍ମକୁ ନେଇ ସଂଘର୍ଷ କରୁଛନ୍ତି। ଏପରିସ୍ଥଳେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ସେ ଆଖିଦୃଶିଆ ପ୍ରଦର୍ଶନ କରିବାରେ ବିଫଳ ହୋଇଛନ୍ତି। ଏଯାବତ ଶେଷ ହୋଇଥିବା ୩ ଟେଷ୍ଟ ମ୍ୟାଚ୍‌ରେ ସେ ହାରାହାରି ୨୪.୮୦ ହାରରେ ୧୨୪ ରନ୍‌ କରିଛନ୍ତି। ସେହିଭଳି ଖେଳିଥିବା ୫ ଇନିଂସରେ ସମାନ ଢ଼ଙ୍ଗରେ ସେ ଆଉଟ୍‌ ହୋଇଛନ୍ତି। ଏହାକୁ ନେଇ ଇଂଲଣ୍ଡର ପୂର୍ବ ଅଧିନାୟକ ନାସିର ହୁସେନଙ୍କଠାରୁ ଆରମ୍ଭ କରି ଅନେକ ଭେଟେରାନ ତଙ୍କେ ବ୍ୟାଟିଂ କୌଶଳକୁ ନେଇ ପ୍ରଶ୍ନ କରୁଛନ୍ତି। ତେବେ ଭାରତର ପୂର୍ବତନ ଅଲରାଉଣ୍ଡର ଇରଫାନ ପଠାନ ଭିନ୍ନ ମତ ରଖିଛନ୍ତି।

ପଠାନ କହିଛନ୍ତି, ଇଂଲଣ୍ଡରେ କୋହଲିଙ୍କ ବିଫଳତାର କାରଣ ବ୍ୟାଟିଂ କୌଶଳ ନୁହେଁ ବରଂ ତାଙ୍କର ଆକ୍ରମଣାତ୍ମକ ଆଚରଣ। ମୋତେ ଲାଗୁଛି ପ୍ରସ୍ତୁତି ପ୍ରଶ୍ନ ନୁହେଁ। ବିରାଟ ସମ୍ମୁଖ ଟିମ୍‌ ଉପରେ ପ୍ରାଧାନ୍ୟ ବିସ୍ତାର କରିବାକୁ ଚାହୁଁଛନ୍ତି। ସେଥିପାଇଁ ସେ ଅଫ୍‌ ଷ୍ଟମ୍ପ ବାହାରେ ବଲ୍‌ ଖେଳିବାକୁ ବାଧ୍ୟ ହେବାକୁ ପଡ଼ୁଛି। ଏହା ଛୋଟ ଜିନିଷ। କୋହଲି ନିଜର ଆକ୍ରମଣାତ୍ମକ ଚିନ୍ତାଧାରା ପାଇଁ ବିରକ୍ତ ହୋଇଯାଉଛନ୍ତି।

କୋହଲିଙ୍କ ଉଇକେଟ ନେବା ଲାଗି ବୋଲରମାନେ ଲଗାତାର ଭାବେ ଅଫ୍‌ ଷ୍ଟମ୍ପରେ ବୋଲିଂ କରୁଛନ୍ତି। ସେମାନେ କୋହଲିଙ୍କ ସଂଯମତାର ପରୀକ୍ଷା କରୁଛନ୍ତି। ଏପରିସ୍ଥିତିରେ କୋହଲି ଯେତେବେଳେ ବଲ୍‌ ଟାମ୍ପରିଂ କରିବାକୁ ଚେଷ୍ଟା କରିଥିଲେ ସେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଏବେ କୋହଲିଙ୍କୁ ଧୌର୍ଯ୍ୟ ଦେଖାଇବାକୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri