ମାଟ୍ରିକ ପରୀକ୍ଷାରେ ଅବହେଳା: ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ନିଲମ୍ବିତ

ବଲାଙ୍ଗୀର,୨୭।୨: ରାଜ୍ୟରେ ବର୍ତମାନ ଦଶମ ପରୀକ୍ଷା ଚାଲିଥିବା ବେଳେ ଅବ୍ୟବସ୍ଥା ଅଭିଯୋଗରେ ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ମୁରିବାହାଲ ବ୍ଲକ ହଳଦୀ ହାଇସ୍କୁଲରେ ଦଶମ ପରୀକ୍ଷାରେ କପି ସହ ଅବ୍ୟବସ୍ଥା ଅଭିଯୋଗ ହୋଇଥିଲା। ଘଟଣାରେ ଉପଜିଲାପାଳ ପରୀକ୍ଷାରେ ଅନିୟମିତତା ରିପୋର୍ଟ ଦେଇଥିଲେ। ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି।

ବଲାଙ୍ଗୀର,୨୭।୨(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ବର୍ତମାନ ଦଶମ ପରୀକ୍ଷା ଚାଲିଥିବା ବେଳେ ଅବ୍ୟବସ୍ଥା ଅଭିଯୋଗରେ ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ଗତ ୨୪ ତାରିଖରେ ବଲାଙ୍ଗିର ଜିଲା ମୁରିବାହାଲ ବ୍ଲକ ହଳଦୀ ହାଇସ୍କୁଲରେ ମାଟ୍ରିକ୍ ପରୀକ୍ଷା ଚାଲିଥିବା ବେଳେ ପରିଦର୍ଶନ କରିଥିଲେ ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ କ୍ଷେତ୍ରୀ।

ପରିଦର୍ଶନ ସମୟରେ କପି ହେଉଥିବା ଦେଖିବାକୁ ପାଇଥିଲେ l ମାଟ୍ରିକ୍ ପରୀକ୍ଷା ପରିଚାଳନା ପାଇଁ ଥିବା ନିୟମକୁ ଉଲ୍ଲଘନ କରାଯାଉଥିବା ଦେଖିବାକୁ ପାଇଥିଲେ। ତେଣୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଥିଲେ ଉପଜିଲ୍ଲାପାଳ। ଉପଜିଲାପାଳଙ୍କ ଚିଠି ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜିଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ। ହଳଦୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ତଥା ସେଣ୍ଟର ସୁପ୍ରିଣ୍ଟେଣ୍ଡେଣ୍ଟ ଉମେଶ ବିଶ୍ୱାଳଙ୍କ ସହିତ ପାଞ୍ଚ ଜଣ ଶିକ୍ଷକଙ୍କୁ ନିଲମ୍ବନ କରିଛନ୍ତି ଜିଲା ଶିକ୍ଷା ଅଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?