ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ ନେବା ବେଳେ ଜିଲା ଯୋଗାଣ ଅଧିକାରୀ ଦୁର୍ଗା ଚରଣ ଭେସ୍ରାଙ୍କ ସହିତ ଯୋଗାଣ ବିଭାଗର ୮ଜଣ କର୍ମଚାରୀଙ୍କୁ ଉତ୍ୟକ୍ତ ଚାଷୀମାନେ ଝରିଆବାହାଳ ଠାରେ ଅଟକ ରଖିଛନ୍ତି। ବର୍ତ୍ତମାନ ଝାରସୁଗୁଡା ଜିଲାରେ ଧାନ ବିକିବାକୁ ହେଲେ ଚାଷୀଙ୍କ ଘରେ ଧାନ ନିହାତି ରହିବା ଦରକାର ଏବଂ ଧାନ ସହିତ ଚାଷୀଙ୍କ ଫଟୋ ଟ୍ୟାଗ କରିବା ପାଇଁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବା ଘଟଣାକୁ ଜିଲା କୃଷକ ସଂଗଠନ ବିରୋଧ କରିଛି। ଗୁରୁବାର ଜିଲା ସାରା କୃଷକମାନେ ଯୋଗାଣ ବିଭାଗର ବିରୋଧରେ ପ୍ରତିବାଦ କରୁଥିବା ଜଣାପଡିଛି। ଧାନ ଗାଡି ଛାଡିବା, ମଣ୍ଡିଗୁଡିକୁ ଟାର୍ଗେଟ ପ୍ରଦାନ ନ କରିବା ପର୍ଯ୍ୟନ୍ତ ଅଧିକାରୀଙ୍କୁ ଛଡାଯିବ ନାହିଁ ବୋଲି ଚାଷୀମାନେ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri